ମାଲକାନଗିରି ୧୪।୩ : ସୋମବାର ଦିନ ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡ ମାଇନ ବିସ୍ଫୋରଣ ହୋଇଛି । ଏଥିରେ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ଜଣେ ହେଡ କନେଷ୍ଟବଳ ଗୁରୁତର ହୋଇଛନ୍ତି ।ଖବର ଅନୁଯାୟୀ, ନାରାୟଣପୁର ଜିଲ୍ଲା ସୋନପୁର ଥାନା ଅନ୍ତର୍ଗତ ଧଣ୍ଡରିବାଡା ଅଞ୍ଚଳରେ ରାସ୍ତା କାମ ଚାଲୁଥିବା ବେଳେ ଆଇଟିବିପିର ୫୩ ବାଟାଲିୟନର ଯବାନ ମାନେ ଅପରେସନ କରୁଥିଲେ। ଠିକ୍ ଏହି ସମୟରେ ମାଓବାଦୀଙ୍କ ଦ୍ୱାରା ପୁର୍ବରୁ ଖଞ୍ଜା Continue Reading