ବିଶ୍ୱଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧/୬ : ନୟାଗଡ଼ରେ ଚାଞ୍ଚଲ୍ୟ ,ଘର ଭିତରୁ ଫରେଷ୍ଟଙ୍କ ଅର୍ଦ୍ଧଦଗ୍ଧ ପୋଡା ମୃତ ଦେହ ଉଦ୍ଧାର,ପଞ୍ଚରିଡା ବନାଞ୍ଚଳର ଫରେଷ୍ଟର ଶିଶିର ସାହୁଙ୍କ ମୃତ ଦେହକୁ ଟାଉନ ଥାନା ପୋଲିସ ଜବତ୍ କରିଛି ।ମାରମାସି ଦଣ୍ଡା ସ୍ଥିତ ଶିଶିରଙ୍କ ଘରେ ଏହି ଲୋମ ଟାଙ୍କୁରା ଘଟଣା ଘଟିଛି । ଶିଶିର ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କରିଛନ୍ତି ନାଁ ,ତାଙ୍କୁ କେହି ହତ୍ୟା କରିବା ପରେ ତାଙ୍କ ଦେହରେ ନିଆଁ ଲଗାଇ ଦେଇଛି […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୮ା୫ : ଓଡ଼ଗାଁ ବ୍ଲକ କୋମଣ୍ଡ ବେଆଇନ ମାଙ୍କଡ଼ା ଖଣି କାରବାରକୁ ନେଇ ଏକ ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା । ଯେଉଁଥିରେ ସାମ୍ବାଦିକଙ୍କୁ ଦିଆଯାଉଥିବା କୁହାଯାଇଥିଲା । ଏହା ସହିତ ସାମ୍ବାଦିକଙ୍କ ନାଁରେ ଅଶ୍ଳିଳ ଭାଷା ବ୍ୟବହାର କରାଯାଇଛି ।ଯାହାକୁ ଆଜି ସାମ୍ବାଦିକ ଭବନ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି । ଏଭଳି ଅପ୍ରାସଙ୍ଗିକ ପ୍ରସଙ୍ଗରେ ସାମ୍ବାଦିକଙ୍କ ନାଁ ଯୋଡ଼ି ସେମାନଙ୍କୁ ବଦନାମ କରାଯାଉଥିବା Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୫/୫ : ନୟାଗଡ ଜିଲ୍ଲାର ଓକିଲ ସଙ୍ଘ ସମୂହ ସଭାପତି,ସମ୍ପାଦକ ଏବଂ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଆଜି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ବରିଷ୍ଠ ଆଇନଜୀବୀ ତଥା ଜିଲ୍ଲା ଓକିଲ ସଙ୍ଘ ସଭାପତି ଶ୍ରୀ ରଣଜିତ ଦାଶ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ରେ ରାଜ୍ୟରେ ଆଇନଜୀବୀ ପରିବାର କୁ ଆୟୁଷ୍ମାନ ଯୋଜନା ସ୍ୱାସ୍ଥ୍ୟ ଚିକିତ୍ସା ରେ ଅନ୍ତର୍ଭୁକ୍ତ କରିବା ସହିତ ନୟାଗଡ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୫ : ନୟାଗଡ଼ ଜିଲ୍ଲାରେ ଭାରତୀୟ ସେନାବଳର ସମ୍ମାନ ଓ ମନୋବଳ ବୃଦ୍ଧି ସହିତ ଭାରତର ସୁରକ୍ଷା ଜଣାଇବାକୁ “ପରାକ୍ରମ ଶୋଭାଯାତ୍ରା”ର ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ତିନିବାହିନୀର ବୀର ଯବାନଙ୍କୁ କୃତଜ୍ଞତା ଭାବ ପ୍ରକାଶ କରି ଜିଲ୍ଲାସ୍ତରୀୟ ତ୍ରିରଙ୍ଗା ମୋଟରସାଇକେଲ ଶୋଭାଯାତ୍ରା ନୟାଗଡ଼ ସହର ଦୁର୍ଗାପ୍ରସାଦ ପଡ଼ିଆ ଠାରୁ ସକାଳ ୮ଘଟିକାରେ ଆରମ୍ଭହୋଇ ପୂରୁଣା ସହର ସ୍ଥିତ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ସହର Continue Reading
ବିଶ୍ୱ ଭୁଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୫ : ନୟାଗଡ ଜିଲ୍ଲା ଓକିଲ ସଂଘର ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ ନୟାଗଡ଼ ଜଜସିପ ପ୍ରଶାସନିକ ଦାୟିତ୍ୱ ରେ ଥିବା ଓଡିଶା ଉଚ୍ଚନ୍ୟାୟାଳୟ ନ୍ୟାୟାଧୀଶ ଜଷ୍ଟସ ଚିତ୍ତରଞ୍ଜନ ଦାଶ ଯୋଗଦେଇ ଥିଲେ ।ଏହି ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଜଷ୍ଟିସ ଦାଶ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ଚରଣ ରେ ପ୍ରଦୀପ ପ୍ରଜ୍ଜଳନ କରିଵା ପରେ ଜିଲ୍ଲା ଓକିଲ ସଙ୍ଘ ପକ୍ଷରୁ ସଭାପତି ଶ୍ରୀ ରଣଜିତ ଦାଶ ସମ୍ପାଦକ ଶ୍ରୀ ସ୍ବଦେଶ Continue Reading
ବିଶ୍ୱ ଭୁୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୫/୫ : ସ୍ଥାନୀୟ ଜିଲ୍ଲା ପରିଷଦର ସୃଜନ ସମ୍ମିଳନୀ କକ୍ଷରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ନୟାଗଡ଼ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଏକ ଉନ୍ନୟନ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶୀଷ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର ଓ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୭/୪: ଆଜି ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ମୁଖ୍ୟ ଅତିଥ୍ୟ ଭାବେ ଇଂ. ଦେବାଶିଷ ପଟ୍ଟନାୟକ, ଅଧ୍ୟକ୍ଷ, ଜିଲ୍ଲା ପରିଷଦ, ନୟାଗଡ, ଜିଲ୍ଲାର ବୁଦ୍ଧିଜୀବୀ, ସାମ୍ବାଦିକ, ବିଭିନ୍ନ ପଦାଧ୍ୟାକାରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହା ପରେ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୫/୪ : ଜାତୀୟ ପଞ୍ଚାୟତିରାଜ ଦିବସ, ୨୦୨୫ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କର ପୁରୀଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମାରୋହର ସିଧା ପ୍ରସାରଣକରାଯାଇଥିବା ବେଳେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ୍ ଦିବସ ସମାରୋହ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଓଡ଼ିଶା ସରକାରଙ୍କର ମାନ୍ୟବର ମନ୍ତ୍ରୀ ରାଜ୍ୟ ଶିଳ୍ପ, ଦକ୍ଷତା ବିକାଶ ଶ୍ରୀଯୁକ୍ତ ସଂପଦ ଚନ୍ଦ୍ର ସ୍ୱାଇଁଉଦ୍ଘାଟନ କରିଥିଲେ Continue Reading
ବିଶ୍ୱ ଭୁଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୯/୪ : ନୟାଗଡ ପୋଲିସ ନିଖୋଜ ଶିଶୁ ଏବଂ ମଣିଷ ଉଦ୍ଧାର ମାମଲାରେ ସର୍ବଦା ସକ୍ରିୟ ଏବଂ ସମ୍ବେଦନଶୀଳ ହେବାକୁ ଚେଷ୍ଟା କରିଛି।ଏହିପରି ମାମଲାଗୁଡ଼ିକର ସର୍ବାଧିକ ଚିହ୍ନଟ ସୁନିଶ୍ଚିତ କରିବା ପାଇଁ ଆମର ଲକ୍ଷ୍ୟକୁ ଆଗକୁ ବଢ଼ାଇବା ପାଇଁ, ନିୟମିତ ସ୍ୱତନ୍ତ୍ର ଅଭିଯାନ ପରିଚାଳନା କରାଯାଏ ।ଯାହା ମାଧ୍ୟମରେ ରାଜ୍ୟ ଏବଂ ରାଜ୍ୟ ବାହାରେ ଅନେକ ମାମଲା ଚିହ୍ନଟ ଏବଂ ଉଦ୍ଧାର କରାଯାଇଛି। ନୟାଗଡ ପୋଲିସ ଦ୍ୱାରା ବର୍ତ୍ତମାନ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୬/୪ : ନୟାଗଡ଼ ଜିଲ୍ଳାରେ ଉଠା ଜଳସେଚନ ପ୍ରକଳ୍ପକୁ ନେଇ ଚାଷୀମାନଙ୍କ ଚିନ୍ତା ଧୀରେ ଧୀରେ ବଢ଼ିବାକୁ ଲାଗିଛି। ବର୍ଷ ବର୍ଷ ଧରି ସେମାନେ ସମସ୍ୟା ଘେରରେ ରହୁଥିଲେ ମଧ୍ୟ ଜିଲ୍ଳା ପ୍ରଶାସନ ପକ୍ଷରୁ ଏଥିପ୍ରତି କିଛି ବି ପଦକ୍ଷେପ ନେଉନଥିବା ଅଭିଯୋଗ ହୋଇଛି।ଫଳରେ ଜମିରେ ଜଳସେଚନ କରିବା ପାଇଁ ଚାଷୀମାନଙ୍କୁ ମ ହଇରାଣ ହେବାକୁ ପଡ଼ୁଛି। ପରିସ୍ଥିତି ଏପରି ହୋଇଛି ଯେ, ରକ୍ଷଣାବେକ୍ଷଣ ଅଭବାରୁ ଅଚଳ ହୋଇପଡ଼ିଥିବା Continue Reading




