ନୟାଗଡ଼ ୧୧/୮: ଅଭାବନୀୟ ଘଟଣା । ନୟାଗଡ଼ ଜିଲ୍ଲାରୁ ଆସିଛି ଅତ୍ୟନ୍ତ ଦୁଃଖଦ ଖବର। ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଏବଂ ଭୁଲ୍ ଇଞ୍ଜେକସନ ପ୍ରୟୋଗ ଲାଗି ଜଣେ ଯୁକ୍ତ ତିନି ଛାତ୍ରୀଙ୍କ ମୃତ୍ୟୁ ହୋଇଯାଇଛି ।ଏନେଇ ପରିବାର ଲୋକଙ୍କ ପକ୍ଷରୁ ଆସିଛି ସାଂଘାତିକ ଅଭିଯୋଗ । ଏହି ଘଟଣା ପରେ ମେଡିକାଲ ପରିସରରେ ପ୍ରବଳ ଉତ୍ତେଜନା ଦେଖାଦେଇଛି ।ମୃତକ ହେଲେ ଗୋଳାପୋଖରୀ ଗାଁର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରା । ସେ […]Continue Reading




