ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୧/୧୨ : ବୁଧବାର ନୟାଗଡ଼ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ଜୟ ନୟାଗଡ଼ ଫାଉଣ୍ଡେସନ ତରଫରୁ ସଂଗଠନର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦଙ୍କ ନେତୃତ୍ୱରେ ଏକ ପ୍ରତିନିଧିମଣ୍ଡଳ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୟାଗଡ଼ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ବାଇଁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।ତତସହ ଆଗାମୀ ତା୨୦.୧୨.୨୦୨୫ରିଖ ସନ୍ଧ୍ୟା ୬ ଘଟିକା ସମୟେ ନୟାଗଡ଼ Continue Reading




