ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୭/୨ : ନବଗଠିତ ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ପରିବର୍ଦ୍ଦିତ କାର୍ଯ୍ୟāକାରୀ କମିଟି ବୈଠକ ଜିଲ୍ଲା କଂଗ୍ରେସ କମିଟି ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ନୂଆରାଜବାଟି କଲ୍ୟାଣମଣ୍ଡପ ଠାରେ ଅନୁଷ୍ଠିତ ହୋଇ ଯାଇଛି ।ଅଖିଳ ଭାରତୀୟ କଂଗ୍ରେସ କମିଟି ସମ୍ପାଦକ ତଥା ଓଡିଶା କଂଗ୍ରେସ ସହ ପ୍ରଭାରୀ ଶ୍ରୀ ଜେଟ୍ଟୀ କୁସୁମ କୁମାର ଭାରତୀୟ ଜାତୀୟ କଂଗ୍ରେସ ପତାକା ଉତ୍ତୋଳନ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ, ୧୩/୨ : ଆଜି ନୟାଗଡ ଜିଲ୍ଲାର ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ମହିଳା ଦିବସ–୨୦୨୬ ଅବସରରେ ବିଭିନ୍ନ ପ୍ରତିଯୋଗିତା କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମଟି ଜିଲ୍ଲା ସମାଜ ମଙ୍ଗଳ ବିଭାଗ ନୟାଗଡ଼ ଓ ଜିଲ୍ଲା ପ୍ରଶାସନଙ୍କ ପରିଚାଳନାରେ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଥିଲା।ଉକ୍ତ ଅବସରରେ ନୟାଗଡ ଜିଲ୍ଲାପାଳଙ୍କ ସହିତ ଜିଲ୍ଲା ସମାଜ କଲ୍ୟାଣ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୨ : ନୟାଗଡ଼ ଜିଲ୍ଲାର ଗୁଟଖା ମାଫିଆ କମଳ ସାହୁ ଉପରେ ପୁଲିସ ପ୍ରଭାବ ବେଶ ଭାରି ହୋଇଛି । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କ ନିର୍ଦ୍ଦେଶରେ ଚାଲିଥିବା ଗୁଟଖା ଚଢ଼ାଉରେ ପୁଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି । ଜେଲରେ ରହିଥିବା ଅଭିଯୁକ୍ତ କମଳ ସାହୁର ୩ଟି ଗୁଟଖା ବୋଝେଇ ଗାଡ଼ିକୁ ପୁଲିସ ଜବତ କରିଛି ।ନୟାଗଡ଼ ସଦରଥାନା ପୁଲିସ ଖବର ପାଇ ଖୁଣ୍ଟୁବନ୍ଧ ଗ୍ରାମ ନାରାୟଣୀ ମନ୍ଦିର […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୨ : ନୟାଗଡ଼ ପୋଲିସ ଦ୍ୱାରା ଆୟୋଜିତ ଛାତ୍ର ଛାତ୍ରୀମାନଙ୍କ ସୃଜନାତ୍ମକ କାର୍ଯ୍ୟକ୍ରମ କଳିକା -୨ ରିଜର୍ଭ ପୋଲିସ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ନୟାଗଡ଼ ଜିଲ୍ଲା ର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଷଷ୍ଠ ରୁ +୩ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ।ପ୍ରତିଭା ର ଉନ୍ମେଷ ଓ ବିକାଶ ଆଧାରିତ ଏହି କାର୍ଯ୍ୟକ୍ରମରେ ରଙ୍ଗୋଲି, କୁଇଜ, ସାଧାରଣ ଜ୍ଞାନ, ମୂକାଭିନୟ, ଲୋକ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୨ : ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ସଭାପତି ଶ୍ରୀ ମଲ୍ଲୀକାର୍ଜୁନ ଖର୍ଗେ ଜୀ ଙ୍କ ନିର୍ଦ୍ଦେଶ କ୍ରମେ ଦେଶବ୍ୟାପୀ ମନରେଗା ବଞ୍ଚାଓ ଆନ୍ଦୋଳନ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ବଞ୍ଚାଓ, ଟାଟା ପାୱାର ମନମାନୀ ଓ ଚାଷୀ ଶୋଷଣ ପ୍ରତିବାଦରେ, ଧାରଣା ଓ ବିକ୍ଷୋଭ କରାଯାଇ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥଙ୍କୁ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୨: ଜଳବାୟୁ ପରିବର୍ତନ ସାଙ୍ଗକୁ ଦିନକୁ ଦିନ ନୂଆ ରୋଗ ଶୃଷ୍ଟି କରି ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଉଛି।ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ ଫାର୍ମରସ ଫଟିଲାଇଜର କୋ-ଅପରେଟିଭ ଲିମିଟେଡ଼ (ଇ.ଫ୍.କୋ.) ପକ୍ଷରୁ ରଣପୁର ବ୍ଲକର ସାନଗଡ ସ୍ଥିତ ଇଫକୋ ବଜାର ପରିସରରେ ନାନୋ ସାର ଓ ଜଳ ଦ୍ରବଣୀୟ ସାର ସମ୍ୱନ୍ଧିତ ଏକ ବୈଜ୍ଞାନିକ ଫସଲ ଆଲୋଚନା ଚକ୍ର ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥିଭାବେ ନୟାଗଡ଼ କୃଷି ବିଭାଗର ଜିଲ୍ଲା କୃଷି Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩୦/୨: ନୟାଗଡ଼, ଜିଲ୍ଲା ଦୌରା ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦ୍ଦେଶ ରେ ସଚିବ , ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତତ୍ଵାବଧାନରେ ସେବା ଅନୁଷ୍ଠାନ, ନୟାଗଡ଼ ଠାରେ ଶତାଧିକ କିନ୍ନର ମାନଙ୍କୁ ନେଇ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଯାଇଛି ।ପ୍ରାରମ୍ଭରେ, ଆଇନ ସେବା ପ୍ରାଧିକରଣ କର୍ମଚାରୀ ପବନ କୁମାର୍ ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଏହାକୁ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୮/୧ : ନୟାଗଡ଼ ନିକଟସ୍ଥ ଥିବା ଦୁର୍ଗାପ୍ରସାଦ ଗ୍ରାମ ଜୟଦୁର୍ଗା କ୍ଲବ ଦ୍ୱାରା ଆୟୋଜିତ ଏକଦିବାସିୟ ସ୍ମାଶ ଭଳି ଟୁର୍ନାମେଣ୍ଟ ଦୀର୍ଘବର୍ଷ ଧରି କ୍ଲବ ଦ୍ୱାରା ଏହି ବନ୍ଧୁତ୍ୱ ପୂର୍ଣ୍ଣ ଖେଳ ଚାଲିଆସୁଛି ।ସମସ୍ତ କ୍ଲବ ମେମ୍ବର ମାନଙ୍କ ପ୍ରଚେଷ୍ଟାରେ ୨୫ବର୍ଷରେ ପାଦଥାପିଛି ଜୟଦୁର୍ଗା କ୍ଲବ କ୍ଷ ଏହି ରାଜ୍ୟସ୍ଥରୀୟ ଭଲିବଲ ଟୁର୍ନାମେଣ୍ଟ ରାଜ୍ୟର ସମସ୍ତ ଜିଲ୍ଲାମାନଙ୍କରୁ ଖେଳାଳି ଏବଂ ଏହାସହିତ ବାହ୍ୟ ରାଜ୍ୟରୁ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୬ /୧ : ନୟାଗଡ଼ ଖେଳ ପଡିଆ ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ଥିଲା ଫାଇନାଲ ମ୍ୟାଚ। ୭୮୬ ୟୁଥ୍ କ୍ଳବ୍ ଆନୁକୂଲ୍ୟରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଖେଳର ଆଜିର ଏହି ଫାଇନାଲ ଖେଳରେ ଭଞ୍ଜନଗର ଓ ମଙ୍ଗଳା କ୍ଳବ୍ କଟକ ପରସ୍ପରକୁ ଭେଟିଥିଲେ। ଆରମ୍ଭରୁ ଆକ୍ରମଣ ଓ ପ୍ରତି ଆକ୍ରମଣ ଜାରୀ ରହିଥିଲା।ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ତଥା ଡ. ଅରୁଣ […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୧: ନୟାଗଡ଼ ଖେଳ ପଡିଆ ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ୨ ୟ ଦିବସରେ ୟୁନାଇଟେଡ କ୍ଳବ୍ ଭୁବନେଶ୍ୱର ଏବଂ ଏସ ଜେ ସି ଫୁଟବଲ କେରଳ ଦଳ ପରସ୍ପରକୁ ଭେଟିଥିଲେ।ଶକ୍ତିଶାଳୀ କେରଳ ଦଳ ଆରମ୍ଭରୁ ଅକ୍ରମନାତ୍ମକ ଢଙ୍ଗରେ ଖେଳିବା ଆରମ୍ଭ କରିଥିଲେ ଏବଂ ପ୍ରଥମାର୍ଦ୍ଧର ପୂର୍ବରୁ ୩୭ ମିନିଟ୍ ସମୟରେ କେରଳର ୬୭ ନମ୍ବର ଖେଳାଳି ମୋବାରିସ ଗୋଟିଏ ଗୋଲ୍ ମାରି ଦଳକୁ ୧ -୦ […]Continue Reading




