ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟ ନୟାଗଡ଼, ୩୦/୧୦ : ଆଜି ନୟାଗଡ଼ ଜିଲ୍ଲାରେ ଜିଲ୍ଲାସ୍ତରୀୟ ସାଇବର ସୁରକ୍ଷା ଅଭିଯାନ-୨୦୨୫ ଅନୁଷ୍ଠିତ ହୋଇଯାଇଛି । ସମ୍ମାନନୀୟା ଆରକ୍ଷୀ ଅଧ୍ୟକ୍ଷକ ଏସ.ସୁଶ୍ରୀଙ୍କ ଅଧ୍ୟକ୍ଷତାରେ ଜଗନ୍ନାଥ ମନ୍ଦିର ନିକଟସ୍ଥ ପ୍ରାଙ୍ଗଣରେ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି ।ସମ୍ମାନନୀୟ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ,ସମ୍ମାନନୀୟା ଅଧ୍ୟକ୍ଷା ନୟାଗଡ଼ ପୌର ପରିଷଦ ନିରୁପମା ଖଟେଇ, ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ Continue Reading




