Home Posts tagged nayagada district (Page 5)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୧୦ : ଦଶପଲ୍ଲା ଥାନା ଅନ୍ତର୍ଗତ ନଛିପୁର ଗ୍ରାମରେ ମାଓବାଦୀ କହି ଜଣଙ୍କ ଘରୁ ସୁନା ଗହଣା ଲୁଟ ।ଲୁଟେରା ମାନେ ପିସ୍ତଲ ସହ ଭୁଜାଲି ଧରି ଲୁଟ କରିଥିବା ପରିବାର ସୂତ୍ରରୁ ସୂଚନା ମିଳିଛି।ସୂଚନା ଯୋଗ୍ୟଯେ, ନଛିପୁର ଗ୍ରାମର ବିଜୟ ଗୋଛାୟତଙ୍କ ପରିବାର ସୋଇଥିବା ସମୟ ରେ ପ୍ୟ ରାତି ଗୋଟାଏ ରେ ଏକ ଡକାୟତ ଦଳ ତାଙ୍କ ଘରେ ପହଞ୍ଚିଥିଲେ ।ଗୋଟିଏ ବଖରାରେ ବିଜୟ ତାଙ୍କ ସ୍ତ୍ରୀ ମଞ୍ଜୁଳା […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୦/୧୦ : ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ, ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦେଶ ରେ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ନୟାଗଡ଼ ଜିଲ୍ଲା କାରାଗାର ର ଅନ୍ତେବାସୀଙ୍କୁ ନେଇ କାରାଗାର ପରିସରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇ ଯାଇଛି ।ପ୍ରାରମ୍ଭରେ ଜିଲ୍ଲା ଆଇନ ସେବା ପ୍ରାଧି କରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କ ପରିଚୟ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୯/୧୦ : ପ୍ରଦେଶ କଂଗ୍ରେସ କମିଟି ପ୍ରଥମ ସଭାପତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏବଂ “ସମାଜ” ଖବରକାଗଜ ଏବଂ ଲୋକସେବକ ମଣ୍ଡଳ ପ୍ରତିଷ୍ଠାତା ଅଧ୍ୟକ୍ଷ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୧୦ : ଆଜି ପବିତ୍ର ଦଶହରା ଅବସରରେ ଭାରତ ର ଦୁଇ ବରପୁତ୍ର ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଜୟନ୍ତୀ, ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି, ନୟାଗଡ଼ ର ମିଳିତ ଆନୁକୂଲ୍ୟରେ ସମାଜସେବୀ ଗୋଦାବରୀଶ ସାହୁ ଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ନୟାଗଡ଼ ତ୍ରିନାଥ ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟଓଡ଼ଗାଁ/, ନୟାଗଡ଼ , ୧/୯: ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସରକାରୀ ଉଚ୍ଚବିଦ୍ୟାଳୟର ନିଖୋଜ ୧୦ମ ଶ୍ରେଣୀ ଛାତ୍ରକୁ ଓଡ଼ଗାଁ ପୋଲିସ ଦିଲ୍ଲୀ ପାର୍ଲ୍ୟାମେଣ୍ଟ ହାଉସ ଷ୍ଟ୍ରିକ୍ଟ୍ ଥାନା ଲାଲକିଲା ନିକଟ ବଙ୍ଗଳା ସାହେବ ଅଞ୍ଚଳରୁ ଉଦ୍ଧାର କରିଥିବା ଜଣାଯାଇଛି।ନାବାଳକ ଛାତ୍ର ଜଣକ ଗତ ୧୨ତାରିଖରୁ ନିଖୋଜ ଥିଲା। ଓଡ଼ଗାଁ ପୋଲିସ୍ ଏକାଧିକ ଥର ଧରିବାକୁ ଉଦ୍ୟମ କରି ଅସଫଳ ହୋଇଥିଲେ ମଧ୍ୟ ସେପ୍ଟେମ୍ବର ମାସ ୩୦ ତାରିଖରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୯ : ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ୨୧ ସେପ୍ଟେମ୍ବର ୨୦୨୫ ତାରିଖରେ ଜିଲ୍ଲା ପ୍ରଶାସନ, ନୟାଗଡ଼ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର ଆୟୋଜନ କରାଯାଇଥିଲା।ଏ ଅବସରରେ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ, ମାନ୍ୟବର ସାଂସଦ, କନ୍ଧମାଳ, ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ବାଇଁ, ମାନ୍ୟବର ବିଧାୟକ, ଖଣ୍ଡପଡ଼ା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୭/୯ : ଆଜି ଯସ୍ଵଶୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ନୟାଗଡ ଜିଲ୍ଲାର ସମସ୍ତ ପଞ୍ଚାୟତସ୍ତରରେ ଆୟୋଜିତ ହେଉଛି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧିନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମ ।ଏହି କାର୍ଯ୍ୟମକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଜିଲ୍ଲାବ୍ୟାପୀ ୨ ଲକ୍ଷରୁ ଉର୍ଦ୍ଧ ଚାରା ରୋପଣ କରାଯାଇଛି ଓ ଏହି […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୧୭/୯ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଗତ ତା ୧୪/୯/୨୫ରିଖ ରେ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ରେ ସମାହିତ ହୋଇଛି।ସଂଘର ସଭାପତି ବିଶ୍ବରଂଜନ ଦାସ ଙ୍କ ଆହ୍ୱାନ କ୍ରମେ ସଂଘ ତା ୧୮/୯/୨୫ ରିଖ ଠାରୁ ଅନିର୍ଦିଷ୍ଟକାଳ ପର୍ଯ୍ୟନ୍ତ ରାଜଧାନୀର ଗାନ୍ଧିମାର୍ଗରେ ଅହୋରାତ୍ର ଧାରଣା ଦେବା ପାଇଁ ନିଷ୍ପତି ନିଆଯାଇଛି।ସଂଘ ର ଏକମାତ୍ର ଦାବି ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ମସିହା ମଧ୍ୟରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୯ : ସାର ପାଇଁ ନୟାଗଡ଼ରେ ଚାଷୀଙ୍କ ତୁମୁଳ କାଣ୍ଡ, ଅତିରିକ୍ତ ଜିଲ୍ଲାପାଳ ଗାଡି ଆଗରେ ଶୋଇଲେ ଚାଷୀମାନେ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କୁ ଚାଷୀଙ୍କ ଘେରାଉ କରି ରଖି ଥିଲେ ।ଏହାକୁ ନେଇ ଚାଷୀ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବା ପାଇଁ ମିଳିଥିଲା, ଘଟଣା ସ୍ଥଳରେ ଅତିରିକ୍ତ SP ,SDPO ଏବଂ ପୋଲିସ ଫୋର୍ସ ପହଞ୍ଚି ପରେ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪ / ୯ : ଜାତୀୟ ଆଇନ ସେବା ପ୍ରାଧ୍ଵରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲାଆଇନ ସେବା ପ୍ରାଧ୍ୱକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣା ଓ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ବବଧାନରେଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ Continue Reading