Home Posts tagged nayagada district (Page 7)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୨/୮ : ଆଜି ଅପରାହ୍ଣ ରେ ନୟାଗଡ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ନୟାଗଡ ସ୍ଥିତ ନୀଳମାଧଵ କଲ୍ୟାଣୀ ମଣ୍ଡପ ଠାରେ ଜିଲ୍ଲା ସଭାପତି ସତ୍ୟବ୍ରତ ନାୟକ ଙ୍କ ଅଧକ୍ଷାତା ରେ ଅନୁଷ୍ଠିତ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟି ମୁଖପାତ୍ର ଜୟଶ୍ରୀ ପାତ୍ର, ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ରଂଜିତ ଦାଶ, ବରିଷ୍ଠ କଂଗ୍ରେସ ନେତା ମନୋଜ ସାହୁ, କମଳ ସାହୁ, ଛାତ୍ର କଂଗ୍ରେସ ସଭାପତି ଶିବ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୧/୮ : ନୟାଗଡ଼, ଉଚ୍ଚ ନ୍ୟାୟାଳୟ କଟକ ଙ୍କ ନିର୍ଦ୍ଦେଶରେ ଜିଲ୍ଲା ଜଜ୍ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ରେ କନ୍ୟା ଶିଶୁ ମାନଙ୍କ ସୁରକ୍ଷା ଉପରେ କୋର୍ଟ ର ସମ୍ମିଳନୀ ଗୃହ ଠାରେ ଶିଶୁ ସୁରକ୍ଷା ଉପରେ କାର୍ଯ୍ୟ କରୁଥିବା ସମସ୍ତ ବିଭାଗ ର ଶତାଧିକ କର୍ମଚାରୀ ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଦୌରା ଜଜ୍ ତଥା ଆଇନ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୦/୮ : ନୟାଗଡ଼ର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ ବୃକ୍ଷରୋପଣ ଅନୁଷ୍ଠିତ ହୋଇଯାଇଛି ।ନୟାଗଡ଼ ଆଦର୍ଶ ସ୍ମଶାନଠାରେ ସ୍ମାଇଲ ନୟାଗଡ଼ ଅଧ୍ୟକ୍ଷ ରବୀନ୍ଦ୍ର କୁମାର ଦାଶଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ସିଭିଲ ସୋସାଇଟ୍ ପକ୍ଷରୁ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୯/୮: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ପାଇଁ ବିଜେପି ସରକାରକୁ ଦାୟୀ କରିଛି ନୟାଗଡ଼ ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ । ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଏବଂ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ପରାମର୍ଶ କ୍ରମେ ଆଜି ଦଳ ପକ୍ଷରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରିବା ସହ ସରକାର ବିରୁଦ୍ଧରେ ନାରାବାଜି କରାଯାଇଛି । ରାଜ୍ୟରେ ଛାତ୍ର ଓ ନାରୀ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ, ୮/୮ : ନୟାଗଡ ଜିଲ୍ଲା ଦୌରା ଜଜ୍ ତଥା ଆଇନ୍ ସେବା ପ୍ରାଧିକରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦ୍ଦେଶରେ ସଚିବ , ଅଞ୍ଜଳି ମଛ ଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସିନ୍ଦୁରିଆ ପଞ୍ଚାୟତ ର ପଞ୍ଚାୟତ ସଭା ଗୃହ ଠାରେ ପଞ୍ଚାୟତର ବିଭିନ୍ନ ଗ୍ରାମ ରୁ ଶତାଧିକ ଗ୍ରାମ ବାସୀ ମାନଙ୍କୁ ନେଇ ଓଡ଼ିଆ ସରକାର ଏବଂ କେନ୍ଦ୍ର ସରକାରଙ୍କ ଲୋକ ମାନଙ୍କ ପାଇଁ କଣ ସବୁ ଯୋଜନା […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୫/୮ : କନ୍ଧମାଳ ଜିଲ୍ଳାର ଗଞ୍ଜେଇର ଚାହିଦା ଅଧିକ ବୋଲି ସମସ୍ତେ ଜାଣନ୍ତି। ମାତ୍ର ଏବେ ଏହି ଜିଲ୍ଳାର ଭାଙ୍ଗ ଉପରେ ନିଶା ମାଫିଆମାନଙ୍କ ନଜର ପଡ଼ିଛି।ସୁବିଧା ସୁଯୋଗ ଦେଖି ସେମାନେ ରୀତିମତ ଭାବେ ଏଠାରୁ ଭାଙ୍ଗ, ଭୁବନେଶ୍ବର ଓ ପୁରୀକୁ ଚାଲାଣ କରୁଛନ୍ତି। କିଛି ଦିନ ତଳେ ଇଟାମାଟି ଥାନା ପୁଲିସ ୧୧ କୁଇଣ୍ଟାଲରୁ ଉର୍ଦ୍ଧ୍ବ ଭାଙ୍ଗ ଜବତ କରିବା ପରେ ଏବେ ଏହି ଘଟଣା ଜଣାପଡ଼ିଛି।ଜବତ ହୋଇଥିବା ଭାଙ୍ଗର […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୫/୮: ଅଗଷ୍ଟ ୪ ୨୦୨୫, ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ର ସ୍ମୃତି ରେ ନୟାଗଡ଼ ରୋଟାରୀ କ୍ଳବ୍ ତରଫରୁ ଓଡ଼ିଆ ସାମ୍ବାଦିକତା ଦିବସ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ୫୦ ରୁ ଉର୍ଦ୍ଧ୍ବ ସାମ୍ବାଦିକ ବନ୍ଧୁ ମାନେ ଯୋଗଦାନ କରି ନିଜର ବକ୍ତବ୍ୟ ରଖିଥିଲେ । ରୋଟାରୀ କ୍ଲବ ସଭାପତି ବସିରନ ବିବି ଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୩/୮ : ସରକାରଙ୍କ ପକ୍ଷରୁ ଅନ୍‌ଲାଇନରେ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ଉପସ୍ଥାନ ନେବା ନିର୍ଦ୍ଦେଶକୁ ନୟାଗଡ଼ ବ୍ଲକ ମିଳିତ ଶିକ୍ଷକ ସଂଘ ପକ୍ଷରୁ ଜୋରଦାର ବିରୋଧ କରାଯାଇଛି।ଆଜି ମଧ୍ୟାହ୍ନରେ ନୟାଗଡ଼ ବ୍ଲକରେ କାର‌୍ୟ୍ୟରତ ମାଧ୍ୟମିକ ଶିକ୍ଷକ ସଂଘ, ପ୍ରାଥମିକ ଶିକ୍ଷକ ସଂଘ, ନୂତନ ପେନସନ ଭୁକ୍ତ ପ୍ରାଥମିକ ଶିକ୍ଷକ ସଂଘ,ଆଲୋଷ୍ଟା, ଏକ୍ସ କ୍ୟାଡର ଶିକ୍ଷକ ସଂଘ ଆଦି ପକ୍ଷରୁ ଏକ ବିଶାଳ ରାଲି ସ୍ଥାନୀୟ ସମଗ୍ର Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୮ : ମୌସୁମୀ ସହ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଜିଲ୍ଲାରେ ଖରିଫ୍ ଚାଷ କାର୍ଯ୍ୟ ଜୋରଦାର ଚାଲିଛି। ଧାନ ବିହନ ରୋଇବା କାର୍ଯ୍ୟ ଶେଷ ପର୍ଯ୍ୟାୟ ପହଞ୍ଚିଛି। ମାତ୍ର ଲଗାଣ ବର୍ଷା ଯୋଗୁଁ ଏଥର ମକା ଓ ହରଡ଼ ଫସଲ ଚାଷ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।ଏହାସହ ବର୍ଷା ପାଇଁ ଧାନ ଚାଷୀମାନେ ମଧ୍ୟ ବିଲରେ ସାର ପକାଇ ପାରୁ ନାହାନ୍ତି। ଫଳରେ ସାରର ଯେତିକି ଚାହିଦା ରହିବା କଥା, […]Continue Reading
Odisha News
ବିଶ୍ୱ ଭୂଷଣ ଦାସଙ୍କ ରିପୋର୍ଟନୟାଗଡ଼, ୩୦/୭ : ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହରେ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରିୟ ଭିଜିଲାନ୍ସ ମନିଟରିଙ୍ଗି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା ।ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି(ନିର୍ଯ୍ୟାତନା ନିବାରଣ )୧୯୯୫ ନୀୟମ ବିଷୟରେ ସମୀକ୍ଷା କରାଗଲା ।ନୟାଗଡ଼ ଜିଲ୍ଲାରେ ଯେପରି ନିର୍ଯ୍ୟାତନା ହ୍ରାସ କରାଯିବ ସେଲାଗି ଜନ Continue Reading