ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୧୧ : କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଶ୍ରୀ ଅନ୍ନ ଅଭିଯାନ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ପାଳିତ ହୋଇଯାଇଛି ।ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଉକ୍ତ ସମାବେଶରେ ଜିଲ୍ଲା ମୂଖ୍ୟ କୃଷି ଅଧିକାରୀ ଶିବ ନାରାୟଣ ସିଂଙ୍କ ଅଧ୍ୟକ୍ଷତା କରିଥିଲେ ।ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ ଯୋଗ ଦେଇଥିଲେ।ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ କନ୍ଧମାଳ ସାଂସଦ ଙ୍କ Continue Reading




