Home Posts tagged nayagada district (Page 8)
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କୁ ରିପୋର୍ଟନୟାଗଡ଼,୧୮/୧୦ : ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ, ଅଲ ଓଡ଼ିଶା ଚେସ ଆସୋସିଏସନ ଏବଂ କେସି କ୍ଲବର ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ସ୍ଥାନୀୟ କେସି କ୍ଲବଠାରେ ଉଦଘାଟିତ ହୋଇଯାଇଛି।ପୂର୍ବତନ କନ୍ଧମାଳ ସାଂସଦ ତଥା ନୟାଗଡ଼ର ବିଶିଷ୍ଟ ନାରୀନେତ୍ରୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦାନ ପୂର୍ବକ ପ୍ରଦୀପ ପ୍ରଜ୍ବଳନ କରି ବିଧିବଦ୍ଧ ଭାବେ ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ , ୧୬/୧୦ : ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଙ୍କ ନିର୍ଦ୍ଦେଶ କ୍ରମେ ନୟାଗଡ ଜିଲ୍ଲାବ୍ୟାପି ଭୋଟ ଚୋରି ଦସ୍ତଖତ ଅଭିଯାନ ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ଜିଲ୍ଲା ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ ଦାଶଙ୍କ ଅଧ୍ୟକ୍ଷତାରେ ଡିସିସି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇ ଯାଇଛି ।ପିସିସି ପର୍ଯ୍ୟବେକ୍ଷକ ସୁଶ୍ରୀ ସ୍ୱାଗତିକା ପଟ୍ଟନାୟକ ଏହି ବୈଠକରେ ଯୋଗ ଦେଇ ଜିଲ୍ଲାର ଦଳୀୟ କାର୍ଯ୍ୟକର୍ତ୍ତା ମାନଙ୍କ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୧୦ : ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ବିଜୁ ମହାବୀର ଫୁଟ୍ ସେଣ୍ଟର, ଖୋର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି ।ଏହି କ୍ରମରେ ନୟାଗଡଠାରେ ନଭେମ୍ବର ୩ ରୁ ୭ ପର୍ଯ୍ୟନ୍ତ ଆୟୋଜନ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪/୧୦ : ଦଶପଲ୍ଲା ଥାନା ଅନ୍ତର୍ଗତ ନଛିପୁର ଗ୍ରାମରେ ମାଓବାଦୀ କହି ଜଣଙ୍କ ଘରୁ ସୁନା ଗହଣା ଲୁଟ ।ଲୁଟେରା ମାନେ ପିସ୍ତଲ ସହ ଭୁଜାଲି ଧରି ଲୁଟ କରିଥିବା ପରିବାର ସୂତ୍ରରୁ ସୂଚନା ମିଳିଛି।ସୂଚନା ଯୋଗ୍ୟଯେ, ନଛିପୁର ଗ୍ରାମର ବିଜୟ ଗୋଛାୟତଙ୍କ ପରିବାର ସୋଇଥିବା ସମୟ ରେ ପ୍ୟ ରାତି ଗୋଟାଏ ରେ ଏକ ଡକାୟତ ଦଳ ତାଙ୍କ ଘରେ ପହଞ୍ଚିଥିଲେ ।ଗୋଟିଏ ବଖରାରେ ବିଜୟ ତାଙ୍କ ସ୍ତ୍ରୀ ମଞ୍ଜୁଳା […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୦/୧୦ : ଜିଲ୍ଲା ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧକ୍ଷ, ଆନନ୍ଦ ନାରାୟଣ ମହାରଣା ଙ୍କ ନିର୍ଦେଶ ରେ ସଚିବ, ଅଞ୍ଜଳି ମଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ନୟାଗଡ଼ ଜିଲ୍ଲା କାରାଗାର ର ଅନ୍ତେବାସୀଙ୍କୁ ନେଇ କାରାଗାର ପରିସରରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇ ଯାଇଛି ।ପ୍ରାରମ୍ଭରେ ଜିଲ୍ଲା ଆଇନ ସେବା ପ୍ରାଧି କରଣ କର୍ମଚାରୀ ପବନ କୁମାର ବେହେରା ଅତିଥି ମାନଙ୍କ ପରିଚୟ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୯/୧୦ : ପ୍ରଦେଶ କଂଗ୍ରେସ କମିଟି ପ୍ରଥମ ସଭାପତି, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଏବଂ “ସମାଜ” ଖବରକାଗଜ ଏବଂ ଲୋକସେବକ ମଣ୍ଡଳ ପ୍ରତିଷ୍ଠାତା ଅଧ୍ୟକ୍ଷ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶ ଙ୍କ ପବିତ୍ର ଜନ୍ମଜୟନ୍ତୀ ଅବସରରେ ସ୍ଥାନୀୟ ରାମକୃଷ୍ଣ ଆଦର୍ଶ ବିଦ୍ୟାଳୟ ପରିସରରେ ସ୍ଥାପିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ରେ ଜିଲ୍ଲା କଂଗ୍ରେସ ସଭାପତି ତଥା ବରିଷ୍ଠ ଆଇନଜୀବୀ ଶ୍ରୀ ରଣଜିତ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨/୧୦ : ଆଜି ପବିତ୍ର ଦଶହରା ଅବସରରେ ଭାରତ ର ଦୁଇ ବରପୁତ୍ର ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଙ୍କ ଜୟନ୍ତୀ, ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି, ନୟାଗଡ଼ ର ମିଳିତ ଆନୁକୂଲ୍ୟରେ ସମାଜସେବୀ ଗୋଦାବରୀଶ ସାହୁ ଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ନୟାଗଡ଼ ତ୍ରିନାଥ ଛକ ସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରାଯାଇଥିଲା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟଓଡ଼ଗାଁ/, ନୟାଗଡ଼ , ୧/୯: ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସରକାରୀ ଉଚ୍ଚବିଦ୍ୟାଳୟର ନିଖୋଜ ୧୦ମ ଶ୍ରେଣୀ ଛାତ୍ରକୁ ଓଡ଼ଗାଁ ପୋଲିସ ଦିଲ୍ଲୀ ପାର୍ଲ୍ୟାମେଣ୍ଟ ହାଉସ ଷ୍ଟ୍ରିକ୍ଟ୍ ଥାନା ଲାଲକିଲା ନିକଟ ବଙ୍ଗଳା ସାହେବ ଅଞ୍ଚଳରୁ ଉଦ୍ଧାର କରିଥିବା ଜଣାଯାଇଛି।ନାବାଳକ ଛାତ୍ର ଜଣକ ଗତ ୧୨ତାରିଖରୁ ନିଖୋଜ ଥିଲା। ଓଡ଼ଗାଁ ପୋଲିସ୍ ଏକାଧିକ ଥର ଧରିବାକୁ ଉଦ୍ୟମ କରି ଅସଫଳ ହୋଇଥିଲେ ମଧ୍ୟ ସେପ୍ଟେମ୍ବର ମାସ ୩୦ ତାରିଖରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୯ : ଭାରତ ସରକାରଙ୍କ “ସେବା ପର୍ବ ୨୦୨୫” ଅଧୀନରେ କ୍ରୀଡ଼ା ଏଵଂ ଯୁବ କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ୨୧ ସେପ୍ଟେମ୍ବର ୨୦୨୫ ତାରିଖରେ ଜିଲ୍ଲା ପ୍ରଶାସନ, ନୟାଗଡ଼ ପକ୍ଷରୁ ଏକ ଜିଲ୍ଲା ସ୍ତରୀୟ ମାରାଥନ୍ ର ଆୟୋଜନ କରାଯାଇଥିଲା।ଏ ଅବସରରେ ଶ୍ରୀଯୁକ୍ତ ସୁକାନ୍ତ କୁମାର ପାଣିଗ୍ରାହୀ, ମାନ୍ୟବର ସାଂସଦ, କନ୍ଧମାଳ, ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ବାଇଁ, ମାନ୍ୟବର ବିଧାୟକ, ଖଣ୍ଡପଡ଼ା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୭/୯ : ଆଜି ଯସ୍ଵଶୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସକୁ ସ୍ମରଣୀୟ କରିବା ପାଇଁ ନୟାଗଡ ଜିଲ୍ଲାର ସମସ୍ତ ପଞ୍ଚାୟତସ୍ତରରେ ଆୟୋଜିତ ହେଉଛି ‘ଏକ୍ ପେଡ୍ ମା’ କେ ନାମ୍ ୨.୦’ ଅଭିଯାନ ଅଧିନରେ ଏକ ଦିବସୀୟ ସମୂହ ଚାରା ରୋପଣ କାର୍ଯ୍ୟକ୍ରମ ।ଏହି କାର୍ଯ୍ୟମକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବା ପାଇଁ ଜିଲ୍ଲାବ୍ୟାପୀ ୨ ଲକ୍ଷରୁ ଉର୍ଦ୍ଧ ଚାରା ରୋପଣ କରାଯାଇଛି ଓ ଏହି […]Continue Reading