ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼ , ୧୭/୯ : ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଗତ ତା ୧୪/୯/୨୫ରିଖ ରେ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ରେ ସମାହିତ ହୋଇଛି।ସଂଘର ସଭାପତି ବିଶ୍ବରଂଜନ ଦାସ ଙ୍କ ଆହ୍ୱାନ କ୍ରମେ ସଂଘ ତା ୧୮/୯/୨୫ ରିଖ ଠାରୁ ଅନିର୍ଦିଷ୍ଟକାଳ ପର୍ଯ୍ୟନ୍ତ ରାଜଧାନୀର ଗାନ୍ଧିମାର୍ଗରେ ଅହୋରାତ୍ର ଧାରଣା ଦେବା ପାଇଁ ନିଷ୍ପତି ନିଆଯାଇଛି।ସଂଘ ର ଏକମାତ୍ର ଦାବି ୦୧/୦୬/୨୦୦୮ ରୁ ୦୧/୦୬/୨୦୧୮ ମସିହା ମଧ୍ୟରେ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୫/୯ : ସାର ପାଇଁ ନୟାଗଡ଼ରେ ଚାଷୀଙ୍କ ତୁମୁଳ କାଣ୍ଡ, ଅତିରିକ୍ତ ଜିଲ୍ଲାପାଳ ଗାଡି ଆଗରେ ଶୋଇଲେ ଚାଷୀମାନେ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କୁ ଚାଷୀଙ୍କ ଘେରାଉ କରି ରଖି ଥିଲେ ।ଏହାକୁ ନେଇ ଚାଷୀ ଏବଂ ପୋଲିସ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବା ପାଇଁ ମିଳିଥିଲା, ଘଟଣା ସ୍ଥଳରେ ଅତିରିକ୍ତ SP ,SDPO ଏବଂ ପୋଲିସ ଫୋର୍ସ ପହଞ୍ଚି ପରେ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୪ / ୯ : ଜାତୀୟ ଆଇନ ସେବା ପ୍ରାଧ୍ଵରଣଙ୍କ ନିର୍ଦେଶକ୍ରମେ ଜିଲ୍ଲା ଜଜ ତଥା ଜିଲ୍ଲାଆଇନ ସେବା ପ୍ରାଧ୍ୱକରଣ ଅଧକ୍ଷ ଆନନ୍ଦ ନାରାୟଣ ମହାରଣା ଓ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଙ୍କ ପ୍ରତ୍ୟକ୍ଷ ତତ୍ବବଧାନରେଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।ନୟାଗଡ ଜିଲ୍ଲାର ଉକ୍ତ ଲୋକ ଅଦାଲତରେ ୬ଟି ମୋଟର ଦୁର୍ଘଟଣା ଜନିତ ମାମଲା ଫଇସଲା କରାଯାଇ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨/୯ : ନୟାଗଡ ଜିଲ୍ଲାର ଲକ୍ଷାଧିକ ଚାଷୀକୂଳଙ୍କୁ ଧାନ ରୋଇବାର ୨୧ ଦିନ ଭିତରେ ବିଜେପି ସରକାର ଆବଶ୍ୟକୀୟ ସାର ଯୋଗାଇବାରେ ବିଫଳ ହୋଇଥିବାର ସୁଯୋଗ ନେଇ ଘରୋଇ ସାର ବିତରକ ସଂସ୍ଥା ମାନେ ସାର ଅଭାବୀ ବିକ୍ରି ଆଳରେ ମାତ୍ରାଧିକ କଳାବଜାରୀ କରି ୟୁରିଆ ବସ୍ତା ପ୍ରତି ୯୦୦ ଟଙ୍କାରେ ଖୋଲା ବିକ୍ରି କରି ଚାଷୀଙ୍କୁ ଶୋଷଣ କରୁଛନ୍ତି ।ଏଥିପାଇଁ ନୟାଗଡ ଜିଲ୍ଲାପାଳ ଦାୟୀ ବୋଲି କଂଗ୍ରେସ ନୟାଗଡ ବିଧାୟକ ପ୍ରାର୍ଥୀ […]Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୮/୯ : ଆନ୍ତର୍ଜାତୀୟ ସାକ୍ଷରତା ଦିବସ -୨୦୨୫ ପାଳିତ ହୋଇଥିଲା । ଏହା ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ ) ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ନୟାଗଡ଼ଠାରେ ଅନୁଷ୍ଠିତ ହୋଇଥିଲା।ଉକ୍ତ ଦିବସରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀମତୀ ରୋଜିନା ଦାସ ଓ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଏକ ସଚେତନ ରାଲି ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୭/୯ : ଅବସରପ୍ରାପ୍ତ ପୁଲିସ ଅଧିକାରୀ ତଥା ନଗର ବିଜେଡି ସଭାପତି ଅମୁଲ୍ୟ ମହାନ୍ତିଙ୍କ ପରଲୋକରେ ଆଜି ବ୍ଲକ ସଭାଗୃହଠାରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି ।ବରିଷ୍ଠ ଆଇନଜୀବୀ ପ୍ରତାପ ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ ସ୍ମୃତି ସଭାରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ପୈାର ପରିଷଦ ଉପାଧ୍ୟକ୍ଷ ଗୁରୁପ୍ରସାଦ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧/୯ : ଶରଣକୁଳ ମହାବିଦ୍ୟାଳୟ ର ସଂସ୍କୃତ ବିଭାଗ ମୁଖ୍ୟ ଅଧ୍ୟାପକ ଶ୍ରୀତ୍ରିନାଥ ପରିଡା ଙ୍କର ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।ଏହି ସଭା ରେ କର୍ମଚାରୀ ସଂଘ ର ସଭାପତି ଅଧ୍ୟାପକ ଗୋଲକ ବିହାରୀ ବେହେରା ସଭାପତିତ୍ବ କରିଥିଲେ। ମହାବିଦ୍ୟାଳୟ ର ଅଧ୍ୟକ୍ଷ ମହେଶ୍ୱର ମହାପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇଥିଲେ। କର୍ମଚାରୀ ସଂଘ ର ସମ୍ପାଦକ ଅଧ୍ୟାପକ ଅର୍ନ୍ତଯ୍ୟାମୀ ପରିଡ଼ା ସଭାକାର୍ଯ୍ୟ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୯/୮ : ଛାତ୍ରଛାତ୍ରୀ ମାନଙ୍କୁ ସମାଜସେବା କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଏକ ପ୍ରେରଣାଦାୟୀ ପରାମର୍ଶ କର୍ମଶାଳା ଆଜି ସ୍ଥାନୀୟ ୟୁନିଟେକ୍ ଡିଗ୍ରୀ କଲେଜରେ ରୋଟାରୀ ନୟାଗଡ଼ ଦ୍ବାରା ଆୟୋଜିତ ହେଇଯାଅଛି ।ଏହି କର୍ମଶାଳାରେ ରୋଟାରୀ କ୍ଳବ୍ ର ସଭାପତି ବସିରନ ବିବି ଅଧ୍ୟକ୍ଷତା କରିଥିବା ବେଳେ, ରୋଟାରିଆନ ବାସୁଦେବ ସାହୁ ସ୍ବାଗତ ଭାଷଣ ଦେଇଥିଲେ । ଜଗଦିଶ କୁମାର ସିଠ ରିସୋର୍ସ ପର୍ସନ ଭାବେ ଯୋଗଦେଇ ସମାଜସେବାର Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୫/୮ : ଓଡ଼ଗାଁ ବ୍ଲକ ଅନ୍ତର୍ଗତ ବୁଢାବୁଢ଼ିଆଣି ନିକଟସ୍ଥ ପ୍ରକୃତିର ବରଦାନ ବରକନ୍ୟା ଝରଣାଠାରେ ନୟାଗଡ଼ ଜିଲା ଲେଖକ ପରିଷଦ ଓ ନୟାଗଡ଼ ଦର୍ପଣ ପରିବାରର ମିଳିତ ଆନୁକୂଲ୍ୟରେ ବର୍ଷା କାଳୀନ ସାହିତ୍ୟ ଆସର ‘ମେଘ ମହ୍ଲାର’ ଅନୁଷ୍ଠିତ ହୋଇଯାଇଛି।ନୟାଗଡ଼ ଜିଲ୍ଲାର ପ୍ରାୟ ଶତାଧିକ ପ୍ରତିଭାଧାରୀ ସାହିତ୍ୟର ସୃଜନଶୀଳ ସ୍ରଷ୍ଟାମାନେ ଯୋଗଦେଇଥିଲେ। ଗଳ୍ପ, କବିତା, ସଙ୍ଗୀତ ଓ ବ୍ୟଙ୍ଗ ଚତୁଃଧାରାର ମଧୁର ମିଳନରେ Continue Reading
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୩/୮: କୁମାରୀ ରଞ୍ଜୁ ମାଝି ,ପ୍ରଥମ ଶ୍ରେଣୀ , ୧୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ .ଭାପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ନୟାଗଡର ଅନ୍ତେବାସିନୀ , ସେ ମେଲେରିଆ ଓ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଭାପୁର ଗୋଷ୍ଠୀ ଚିକିତ୍ସା କେନ୍ଦ୍ରରେ ଚିକିତ୍ସିତ ହେଉଥିଲେ ପରେ ନୟାଗଡ଼ ମୂଖ୍ୟ ଚିକିତ୍ସାଳୟରେ ତା ୨୧.୮.୨୦୨୫ ରିଖ ରାତ୍ରି ଆଠ ଘଟିକା ସମୟରେ ଭର୍ତ୍ତି କରାଯାଇଥିଲା ପରେ ଜଣା ଗଲା ଯେ ରକ୍ତ ଅଭାବ ଅଛି ତୁରନ୍ତ […]Continue Reading




