
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୧/୧ : ସଂଯୁକ୍ତ କିଷାନ ମୋର୍ଚ୍ଚା, ଓଡ଼ିଶା ରାଜ୍ୟ କମିଟିର ଆହ୍ଵାନ କ୍ରମେ ନୟାଗଡ଼ରେ କୃଷକ ଚେତାବନୀ ଦିବସ ତା୧୦.୦୧.୨୦୨୫ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ସହିତ ପାଳନ କରାଯାଇଛି ।କୃଷକ ପ୍ରତିନିଧି ମାନଙ୍କର ପଟୁଆର ପୂର୍ତ୍ତ ଡ଼ାକବଙ୍ଗଳାଠାରୁ ବାହାରି ନଷ୍ଟ ଧାନବିଡା ପ୍ରଦର୍ଶନ ସହିତ କ୍ଷତିପୂରଣ ପାଇଁ ନାରାବାଜି ପୂର୍ବକ ଜିଲ୍ଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ Continue Reading