![](https://odishanewsonline.com/wp-content/uploads/2024/12/naya-580x360.jpg)
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୪/୧୨ : ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଆଜି ଅପରାହ୍ନରେ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ଶୀତବସ୍ତ୍ର ବଣ୍ଟନ କରାଯାଇଛି।ଜିଲ୍ଲା ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବଣ୍ଟନ କାର୍ଯ୍ୟକ୍ରମରେ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ଥିବା ବେଳେ ନୟାଗଡ଼ ସହର ମଧ୍ୟରେ ଦୈନିକ ଖବର ବାଣ୍ଟୁଥିବା ସମସ୍ତ ବିତରକ ମାନଙ୍କୁ ଶୀତବସ୍ତ୍ର ପ୍ରଦାନ Continue Reading