
ନୟାଗଡ଼, ୯/୧୧: ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳର ଜଣେ ମାନସିକ ବିକୃତ ମହିଳାଙ୍କୁ ଜଣେ ଗାଡ଼ି ଚାଳକଙ୍କ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରେ ଜଣେ ମାନସିକ ବିକୃତି ଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ପୀଡ଼ିତାଜଣଙ୍କ ଗତକାଲି ରାତିରେ ପିଣ୍ଡାରେ ଶୋଇଥିବା ବେଳେ ତାଙ୍କୁ କେହି ଦୁଷ୍କର୍ମ କରିଛି। ସକାଳୁ ସକାଳୁ ତାଙ୍କର Continue Reading