Home Posts tagged Nayagarh (Page 8)
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୭/୫ : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସୃଷ୍ଟି ହୋଇଥିବା ଉତ୍କଟ ରକ୍ତ ଅଭାବକୁ ଦୃଷ୍ଟିରେ ରଖ୍ ସଙ୍ଗଠନର ପ୍ରତିଷ୍ଠାତା ଅରଣ୍ୟରାଜ କିଶୋର ସିଂଙ୍କ ନିର୍ଦ୍ଦେଶରେ ରବିବାର ପ୍ରଥମ ସାଧାରଣ ବୈଠକ ଅବସରରେ ତା୧୪.୦୫.୨୦୨୩ରିଖ (ରବିବାର) ସକାଳ ୯ ଘଟିକା ସମୟରେ ସଭାପତି ସୌମ୍ୟ ରଂଜନ ପ୍ରଧାନ, ସମ୍ପାଦକ ଶେଖ ଅବଦୁଲ ଆହାଦ, ସମାଜସେବୀ ଦାମୋଦର ସାର ଓ ଅନ୍ୟ ସଦସ୍ୟମାନଙ୍କ ଉପସ୍ଥିତିରେ ବିଶିଷ୍ଟ Continue Reading
Odisha News
ନୟାଗଡ଼,୧୨/୫ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ଟ୍ରେଜେରୀ ଅଫିସର ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର। ସେ ୪୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।୧୬୧ ଜଣ ଶିକ୍ଷକଙ୍କ ପରମାନେଣ୍ଟ ରିଟାୟାରମେଣ୍ଟ ଆକାଉଣ୍ଟ ନମ୍ବର (ଚଜଇଘ) ଖୋଲି ଦେବା ପାଇଁ ଜୁନିୟର ଷ୍ଟେନୋଗ୍ରାଫର ଦୁର୍ଗା ପ୍ରସାଦ ମହାପାତ୍ର ଲାଞ୍ଚ ମାଗିଥିଲେ। ଶିକ୍ଷକଙ୍କ ପିଛା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨/୫ : ବିଜୁ ଜନତା ଦଳର ନୀତି ଓ ଆଦର୍ଶ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲୋକପ୍ରିୟତା, ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ ସାଂଗଠନିକ ଦକ୍ଷତା ଆଗରେ ବିରୋଧି ଶକ୍ତିହୀନ ହେଉଛନ୍ତି । ବିରୋଧି ଦଳର ନେତୃତ୍ୱ ନେଉଥିବା ବ୍ୟକ୍ତି ଦିନକୁ ଦିନ ଦୁର୍ବଳ ହେଉଛନ୍ତି । କିଛିଦିନ ତଳେ ନୟାଗଡ଼ ଓଡ଼ଗାଁ ବ୍ଲକର ୪୫ ପରିବାର ଝାରସୁଗୁଡ଼ା ଯାଇ ବିଜୁ ଜନତା ଦଳରେ ସାମିଲ ହେଉଥିବା Continue Reading
Odisha News
ନୟାଗଡ଼,୧୨/୫ : ନୟାଗଡ଼ (ସମ୍ପର୍କ )ରାଜ୍ୟ ଚେସ ଆସୋସିଏସନର ନିର୍ଦ୍ଦେଶ କ୍ରମେ ନୟାଗଡ଼ରେ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୨୦ ଏବଂ ୨୧ ତାରିଖ ଦୁଇଦିନ ଧରି ସ୍ଥାନୀୟ କେସି କ୍ଲବ ପରିସରରେ ଅନୁଷ୍ଠିତ । ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି।ସୂଚନା ମୁତାବକ ଏହି ଟୁର୍ଣ୍ଣାମେଣ୍ଟରେ ସମସ୍ତ ବର୍ଗର ପ୍ରତିଯୋଗୀ ଅଂଶ ଗ୍ରହଣ କରି ପାରିବେ। ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ,୯/୫ : ଆଜି ୧୨ ଘଟିକା ସମୟଫର ଓଡିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ତରଫରୁ ନୟାଗଡ ବ୍ଲକ କାର୍ଯ୍ୟାଳୟ ନିକଟରେ ବ୍ଲକ ମିଶନ ଶକ୍ତି କାଫେ ଏବ୍ଂ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ପରିସର ମଧ୍ୟଫର ଜଲ୍ଲିାପାଳ ଶ୍ରୀର‌୍ୟୁକ୍ତ ରବୀନ୍ଦ୍ର କୁମାର ସାହୁଙ୍କ କରକମଳଫର ଜିଲ୍ଲା ମିଶନ ଶକ୍ତି କାଫେର ଶୁଭ ଉଦଘାଟନ ହୋଇ ର‌୍ୟାଇଅଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ,ଜିଲ୍ଲା ପରିଷଦ ଶ୍ରୀର‌୍ୟୁକ୍ତ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୬/୪: ନୟାଗଡ଼ ସଦର ଥାନା କ୍ରିଦାଶପୁର ଅନ୍ତର୍ଗତ ପଞ୍ଚାୟତ କଞ୍ଚନବିଲି ଗ୍ରାମରେ ଗୋଟିଏ ରାତିରେ ଏକାଧିକ ଘରୁ ସିନ୍ଧି ଚୋରି ହୋଇଥିବା ପୋଲିସରେ ଅଭିଯୋଗ ହୋଇଛି। ଆନୁମାନିକ ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି ହୋଇଥିବା ଜଣାପଡିଛି।ରଘୁନାଥ ଦାସଙ୍କ ଘରୁ ମାଳି, ସୁନାମୁଦି, ପାଉଁଜି ଆଦି ଲକ୍ଷାଧିକ ଟଙ୍କାର ସୁନା ରୂପା ,ଗହଣା ସହ ନଗଦ ୯ ହଜାର ୫ଶହ ଟଙ୍କା ଚୋରି ହୋଇଥିବା ବେଳେ ତାଙ୍କର ଟ୍ରଙ୍କ ଓ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୦/୪:ଚଳିତ ବର୍ଷ ହେବାକୁ ଥିବା ବିଶ୍ୱ ହାସ୍ୟ ଦିବସ-୨୦୨୩ ଏବଂ ହସି ହସାଅ କାର‌୍ୟ୍ୟକ୍ରମକୁ ସଫଳ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ମହର୍ଷି ଖେଳ ପଡ଼ିଆରେ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ପୌରହିତ୍ୟିରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ମଇ ୭ ତାରିଖ ସନ୍ଧ୍ୟାରେ ନୟାଗଡ଼ ପୁରୁଣା ସହରସ୍ଥିତ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନିକଟ ଯଦୁମଣି ମଣ୍ଡପରେ ବିଶ୍ୱ ହାସ୍ୟ ଦିବସ ଅନୁଷ୍ଠିତ ହେବ।ଏହି ଅବସରରେ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୮/୪: ନୟାଗଡ ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷ ରୁ ନୟାଗଡ଼ ସହରରେ ଧରପଗଡ଼ ଚାଲିଥିଲା ବେଳେ ୩ ନାବାଳକଙ୍କୁ ବାଇକ ଚଳାଇବା ମହଙ୍ଗା ପଡ଼ିଛି ।ଏଥି ମଧ୍ୟରେ ୨ଟି ସ୍କୁଟି ନମ୍ୱର OD 25F9738, OD 25 H 4004,ଓ ଗୋଟିଏ ବାଇକ ନମ୍ୱର OR02AS 0867 ଥିବା ର ଜଣାପଡିଛି ଜଣ ପ୍ରତି ୨୫ ହଜାର ଲେଖାଏଁ ୭୫ ହଜାର ଟଙ୍କା ଫାଇନ କରିଛନ୍ତି ନୟାଗଡ଼ ଆରଟିଓ ।ଦୁର୍ଘଟଣାରେ […]Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର /ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୮/୪: ନୟାଗଡ ଜିଲ୍ଲାପାଳଙ୍କ ସଦଭାବନା ଗୃହରେ ଦୁର୍ଘଟଣା ଜନିତ ମୃତହତା ସପ୍ତାହ ପାଳନ ଅବସରରେ ଗୁଡ ସାମରିଟିଆନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଯୋଗ ଦେଇଥିଲେ ।ସମ୍ମାନିତ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ପହି , ଆଞ୍ଚଳିକ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ,୧/୪ : ନୟାଗଡ ଜିଲ୍ଲାପାଳ ଙ୍କ ସଦଭାନା ଗୁହରେ ସଡ଼କ ସୁରକ୍ଷାସପ୍ତାହ ସଚେତନତାପାଇଁଆସନ୍ତା ଏପ୍ରିଲ ୧ ତାରିଖ ଠାରୁ ୭ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଜନିତ ମୃତ୍ୟୁ ଶୂନ୍ୟ ସପ୍ତାହ ପାଳନ କରାଯିବ ଏହା କୁ କିପରି ସଫଳ ରୁପାୟନ ହୋଇପାରିବ ଏହା ଉପରେ ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀରେ ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅଲେଖ ଚନ୍ଦ୍ର ପହି, ଆଞ୍ଚଳିକ Continue Reading
Seo wordpress plugin by www.seowizard.org.