ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧/୪ : ନୟାଗଡ଼ ରିଜର୍ଭ ପୋଲିସ ପଡିଆଠାରେ ୮୮ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥ୍ ଭାବେ ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଅଲେଖ ପହି ଯୋଗଦେଇଥିଲେ । ଏହି ଅବସରରେ ମିଳିତ ପରେଡର ଅଭିବାଦନ ଗ୍ରହଣ କରିଥିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ । ସମସ୍ତ ପୁଲିସ ଅଧିକାରୀଙ୍କ କାର୍ଯ୍ୟକୁ ମୁଖ୍ୟ ଅତିଥ୍ ପ୍ରଶଂସା କରିଥିଲେ ।ପୁଲିସ ଜନସାଧାରଣଙ୍କର ନିକଟତର ହୋଇ କାର୍ୟ୍ୟ କରିବା ପାଇଁ Continue Reading
ବିଶ୍ୱ ଭୂଷଣ ମହାପାତ୍ର /ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ,୩୦/୩ : ଲୋକଙ୍କ ହାତ ପାହାନ୍ତାରେ ଉଚ୍ଚ ଗୁଣବତ୍ତା ଏବଂ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇବା ଉଦେଶ୍ୟରେ ନୟାଗଡ ମ୍ୟୁନିସିପାଲିଟିର ଆଠ ନମ୍ବର ୱାର୍ଡ ସ୍ଥିତ କମ୍ୟୁନିଟି ସେଣ୍ଟରଠାରେ ସହରାଞ୍ଚଳ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ମାନ୍ୟବର ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ କରକମଳରେ ଉଦଘାଟିତ ହୋଇଗଲା ।ଏହି ଅବସରରେ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାଃ ମକରନ୍ଦ Continue Reading
By Biswabhusan Mohapatra Nayagarh, March 28: Dalipadar, a sleepy tribal village in Sariganda gram panchayat (GP) under Daspalla block of Nayagarh had only a lone IM-2 Tube well as the only drinking water source. Till today, the villagers suffered immeasurable difficulties owing to the quality of the water it yielded. The drinking water smelled foul […]Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୩/୩: ନୟାଗଡ଼ ଜିଲ୍ଲାର ଅଗ୍ରଣୀ ପ୍ରକାଶନୀ ସଂସ୍ଥା ଏବଂ ମିଡ଼ିଆ ହାଉସ ‘ଦର୍ପଣ ପବ୍ଲିକେଶନର ନୂତନ କାର୍ଯ୍ୟାଳୟ ଆଜି ଦର୍ପଣ କ୍ୟାମ୍ପସରେ ଉଦଘାଟିତ ହେବା ସହିତ ଖବର କାଗଜ ଓ ନ୍ୟୁଜ ପୋର୍ଟାଲ ‘ନୟାଗଡ଼ ଦର୍ପଣର ପ୍ରତିଷ୍ଠାତା ଗୀତିକଳ୍ପ ହରିଶ ପ୍ରଧାନଙ୍କ ଲିଖିତ ପୁସ୍ତକ ‘ମଦ ମଣିଷ’ ଉନ୍ମୋଚିତ ହୋଇଯାଇଛି।ଏଥିରେ ଉଦଘାଟକ ଭାବେ ନୟାଗଡ଼ର ବିଶିଷ୍ଟ ନାଟ୍ୟକାର ତଥା Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ,୧୫/୩ : ଅରଣ୍ୟରାଜ କିଶୋର ସିଂଙ୍କ ଆହ୍ବାନକ୍ରମେ ସମାଜସେବୀ ପ୍ରମୋଦ ପଟ୍ଟନାୟକଙ୍କ ସଭାପତିତ୍ବରେ ନୟାଗଡ ଜିଲ୍ଲାରେ ଏକ ମେଡିକାଲ କଲେଜ ଏବଂ ନୟାଗଡ ସୟଂଶାସିତ ମହାବିଦ୍ୟାଳୟକୁ ନୟାଗଡ ବିଶ୍ବବିଦ୍ୟାଳୟ ଭାବେ ଘୋଷଣା କରିବା ନିମନ୍ତେ ନୟାଗଡ ପି.ଡବ୍ଲୁ.ଡି. ବଙ୍ଗଳାଠାରୁ ଏକ ପଦଯାତ୍ରା ନୟାଗଡ ଜିଲ୍ଲାପାଳ କାର୍ଯ୍ୟାଳୟ ଅଭିମୂଖେ ଯାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର Continue Reading
ନୟାଗଡ଼,୧୧/୩: ମୁଁ କିଛି ପାଠ ପଢ଼ିନି କି କିଛି ଜାଣିନି। ମୋ’ଠୁ ଟିପ ଚିହ୍ନ ନେଇ ୩ ଯୁବକ ମୋ’ ଆକାଉଣ୍ଟରୁ ୪୦ ଲକ୍ଷ ନେଇଗଲେ।ଏବେ ବ୍ୟାଙ୍କ କର୍ମଚାରୀଙ୍କୁ କହିଲେ କିଛି ଶୁଣୁ ନାହାନ୍ତି। ବ୍ୟାଙ୍କ କହୁଛି ଥାନାକୁ ଯାଅ, ପୁଲିସ୍ କହୁଛି ବ୍ୟାଙ୍କକୁ ଯାଅ । ଆମେ କେମିତି ଆମ ଟଙ୍କା ଫେରି ପାଇବୁ, କିଛି ଜାଣି ପାରୁନୁ। ତେଣୁ ବ୍ୟାଙ୍କ ଆଗରେ ଧାରଣା ଦେଇଛୁ।’ଗତକାଲି ରାତି ସାରା ନୟାଗଡ଼ ଜିଲ୍ଲା ଆଇଡ଼ିବିଆଇ ବ୍ୟାଙ୍କ ଭିତରେ […]Continue Reading
ଦଶପଲ୍ଲା,୨୮/୨: ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଯଉବନ ପେଟ୍ରୋଲ ପମ୍ପ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି।ଏଠାରେ ଏକ ପିକଅପ୍ ଭ୍ୟାନ ଓ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକର ନାଆଁ ପ୍ରସନ୍ନ କୁମାର ପାତ୍ର ବୋଲି ଜଣାଯାଇଛି। ତାଙ୍କୁ ୩୦ ବର୍ଷ ହୋଇଥିଲା। ପ୍ରସନ୍ନଙ୍କ ଘର ଦଶପଲ୍ଲା ଥାନା ଖମାର Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୬/୨ : ୟାମାହା ର ନୂତନ ସୋରୁମ ଶ୍ରୀ ମୋଟର୍ସ ନାମରେ ଦୁର୍ଗାପ୍ରସାଦ ନିକଟ ହିରୋ ସୋରୁମ ସାମ୍ନାରେ ଶୁଭାରମ୍ଭ ହୋଇଯାଇଛି ।ବିଗତ ଦିନରେ ନୟାଗଡରେ ୟାମାହା ର କୌଣସି ଶାଖା ନଥିବାବେଳେ ଏହା ବର୍ତମାନ ନୂତନ ଶାଖା ହୋଇଛି ।ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ୟାମାହା ଟିମ ଭାରତର ଉପସଭାପତି ଶ୍ରୀଯୁକ୍ତ ରବିନ୍ଦର ସିଂ ଯୋଗଦେବା ସହିତ ସୋରୁମ ର ଉଦଘାଟନ କରିଥିଲେ । ବର୍ତମାନ ସମୟରେ […]Continue Reading
ପୁରୀ,୨୬/୨: ରାଜ୍ୟର ଦୁଇଟି ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି।ଆଜି ସକାଳେ ପୁରୀ ଜିଲ୍ଲା ବ୍ରହ୍ମଗିରି-ଡେଲାଙ୍ଗ ରାସ୍ତାର ମଣପଡ଼ା ନିକଟରେ ଏକ ଘରୋଇ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ବସ୍ଟି ବ୍ରହ୍ମଗିରିରୁ କଟକ ଯାଉଥିବା ବେଳେ ବାଇକ୍ଟିକୁ ଧକ୍କା ଦେଇଥିଲା। ମୃତ ବାଇକ ଚାଳକଙ୍କ ନାଁ କମଳ ସାମନ୍ତରାୟ। ତାଙ୍କ ଘର ଅପିଠି ଗାଁରେ। ବ୍ରହ୍ମଗିରି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି Continue Reading
ବିଶ୍ୱ ଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୨୨/୨: ନୟାଗଡ଼ ସଦରମହକୁମା ନିକଟ ଲେଖନପୁରଠାରେ ଗଢି ଉଠିଥିବା ସମର୍ପଣ ବୃଦ୍ଧାଶ୍ରମର ପଞ୍ଚମ ପ୍ରତିଷ୍ଠା ଦିବସ ଜିଲ୍ଲାପାଳ ତଥା “ସମର୍ପଣ” ପରିଚାଳନା କମିଟିର ସଭାପତି ଶ୍ରୀ ରବୀନ୍ଦ୍ରନାଥ ସାହୁଙ୍କ ସଭାପତିତ୍ୱରେ ମହାସମାରୋହରେ ଅନୁଷ୍ଠିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି Continue Reading