ନୂଆଦିଲ୍ଲୀ, ୨୨/୧୦ : ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ତାରକା ଜାଭେଲିନ ଖେଳାଳି ତଥା ଅଲିମ୍ପିକ୍ସ ସ୍ୱର୍ଣ୍ଣପଦକ ବିଜେତା ନୀରଜ ଚୋପ୍ରା ।ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଉପସ୍ଥିତିରେ ନୀରଜଙ୍କୁ ଭାରତୀୟ ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲର ସମ୍ମାନଜନକ ଡିଗ୍ରୀ ପ୍ରଦାନ କରାଯାଇଛି । ଏହି ସମୟରେ ନୀରଜଙ୍କ ସହ ତାଙ୍କ ପରିବାର ଲୋକ ମଧ୍ୟ ଉପସ୍ଥିତ ଥିଲେ ।ଏହି ସମୟରେ ରାଜନାଥ ସିଂ ଓ ସ୍ଥଳସେନା ମୁଖ୍ୟ Continue Reading




