Home Posts tagged new ministry
Odisha News
ଭୁବନେଶ୍ବର, ୫/୬: ରବିବାର ଦିନ ପୂର୍ବାହ୍ନ ୧୧ଟା ୪୫ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଲୋକସେବା ଭବନର କନ୍ଭେନସନ୍ ହଲରେ ଏଥିପାଇଁ ଭବ୍ୟ ଆୟୋଜନ କରାଯାଇଥିଲା।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନ୍ୟାକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଆଜି ମୋଟ ୨୧ଜଣ ଜଣ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି।ଏଥିରେ ୧୩ଜଣ କ୍ୟାବିନେଟ୍ ଓ ୮ଜଣ ରାଷ୍ଟ୍ରମନ୍ତ୍ରୀ ପାହ୍ୟା Continue Reading
Seo wordpress plugin by www.seowizard.org.