Home Posts tagged niali
Odisha News
କଟକ, ୨୪/୯ : ଚଳନ୍ତା ଡାଲି ଟ୍ରକ୍‌ରେ ହଠାତ୍ ଲାଗିଗଲା ନିଆଁ। ପୋଡ଼ି ପାଉଶଁ ହୋଇଗଲା ୩୦ ଟନ୍ ଡାଲି। ‌ସୌଭାଗ୍ୟ ବଶଃତ ଟ୍ରକ୍ ଡ୍ରାଇଭରର କିଛି ହୋଇନାହିଁ। କଟକ ଜିଲ୍ଲା ଅଡ଼ଶପୁର-ନିଆଳି ରାସ୍ତାର ଅମଣାକୁଦ ଛକରେ ଏହି ଘଟଣା ଘଟିଛି।ଆଜି ଭୋର ୪ଟା ସମୟରେ ଟ୍ରକ୍‌ଟି ରାୟପୁରରୁ ଡାଲି ବୋଝେଇ କରି କୋଣାର୍କ ଅଭିମୁଖେ ଯାଉଥିଲା। ଅମଣାକୁଦ ଛକରେ ଟ୍ରକରେ ନିଆଁ ଲାଗିଯାଇଥିବା ଡ୍ରାଇଭର ହଠାତ୍ ଜାଣି ପାରିଥିଲେ। ସଙ୍ଗେସଙ୍ଗେ ଦମକଳ ବାହିନୀକୁ ଖବର ଦେଇଥିଲେ।ଅଗ୍ନିଶମ Continue Reading
Seo wordpress plugin by www.seowizard.org.