
ଭୁବନେଶ୍ୱର,୧୩/୯ : ଚଳିତ ବର୍ଷ ହେବନି ଛାତ୍ର ସଂସଦ ନିର୍ବାଚନ! କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି।ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ କାର୍ଯ୍ୟ ଦିବସ, ପରୀକ୍ଷା ଆରମ୍ଭ, ଶେଷ, ଫଳ ପ୍ରକାଶ, ପୂଜା ଛୁଟି ନେଇ ସବିଶେଷ ତଥ୍ୟ ରହିଛି। ମାତ୍ର କେବଳ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ ନାହିଁ।ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ Continue Reading