
ଓଡ଼ିଶା, ୮/୯ : ଆଜି ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ଗାଁଠୁ ସହର। ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ।ନୂଆଁ ଅନ୍ନ ସହ ଭଳି ଭଳିକା ଖାଦ୍ୟ ଖାଇବେ। ସମ୍ବଲପୁରରେ ମାଆ ସମଲେଶ୍ୱରୀଙ୍କ ପାଖରେ ଓ ବଲାଙ୍ଗିରର ମା’ ପାଟଣେଶ୍ୱରୀଙ୍କ ପାଖରେ ନୂଆ ଖାଦ୍ୟ ଲାଗି କରାଯିବ। ସମ୍ବଲପୁରରେ ମା’ ସମଲେଇଙ୍କଠାରେ ଆଜି ପୂର୍ବାହ୍ନ ୯ଟା ୧୨ରୁ ୯ଟା ୨୭ ମିନିଟ ମଧ୍ୟରେ […]Continue Reading