
ନୂଆପଡା, ୨୩/୫ : ଆକ୍ସନ ମୋଡରେ ଭିଜିଲାନ୍ସ ଟିମ । ଆଜି ସକାଳୁ ସକାଳୁ ପୁଣି ଭିଜିଲାନ୍ସ ଜାଲରେ ପଡିଛନ୍ତି କନିଷ୍ଠ ଯନ୍ତ୍ରୀ । ନୂଆପଡା ଜିଲ୍ଲାର ଜଌଈ ଡିଭିଜନ୍ର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି କରାଯାଇଛି ।ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍ର ଚଢ଼ାଉ ଜାରି କରାଯାଇଛି । ଭୁବନେଶ୍ୱର, ପୁରୀ ଓ ନୂଆପଡାରେ ଚଢ଼ାଉ କରାଯାଉଛି । […]Continue Reading