
ନୂଆପଡ଼ା,୩୧/୧୦: : ଗତକାଲି ୬ ବର୍ଷର ନାବାଳକକୁ ମାରିବା ପରେ ଆଜି ସକାଳେ ଏକ ଗାଈକୁ ଖାଇଛି ବାଘ। ଏହି ଗାଈର ମାଲିକ ହେଲେ ଅର୍ଜୁନ ଧୁରୁଆ। ସେ ରାତିରେ ଗୁହାଳରେ ନିଜ ଗାଈକୁ ବାନ୍ଧିଥିଲେ। ହେଲେ ସକାଳେ ଗାଈର ଅଧା ମୃତଦେହ ଘର ପାଖରେ ପଡ଼ିଥିବାର ସେ ଦେଖିବାକୁ ପାଇଥିଲେ। ନୂଆପଡ଼ା ଜିଲ୍ଲା ସଦର ବ୍ଲକ୍ ଧରମବନ୍ଧା ଥାନା ସୁନାବେଡ଼ା ଅଭୟାରଣ୍ୟ କଟିଙ୍ଗପାଣି ଗ୍ରାମରେ ଘଟିଛି ଏଭଳି ହୃଦୟବିଦାରକ ଘଟଣା।ସୂଚନାଯୋଗ୍ୟ, ସୋମବାର ସଂଧ୍ୟାରେ ଦାଣ୍ଡରେ ଖେଳୁଥିବା […]Continue Reading