
ନୂଆପଡ଼ା, ୧୯/୮: ନକ୍ସଲଙ୍କ ବର୍ବରକାଣ୍ଡ। ଘରକୁ ଡାକି ଜଣେ ଯୁବକଙ୍କୁ ନକ୍ସଲ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଢେକୁନପାନି ଗାଁରେ। ଉକ୍ତ ଯୁବକଙ୍କ ନାଁ ଅନନ୍ତରାମ ରାଉତ।ଗତକାଲି ରାତିରେ ଢେକୁନପାନି ଗାଁକୁ କିଛି ନକ୍ସଲ ଆସି ଅନନ୍ତରାମଙ୍କୁ ଘରୁ ଡାକି ନେଇ ଯାଇଥିଲେ। ଆଜି ସକାଳେ ଯୁବକଙ୍କ ମୃତଦେହ ଗାଁ ମୁଣ୍ଡରେ ରକ୍ତଯୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ Continue Reading