Home Posts tagged nveen patnaik reaction defake vedio
Odisha News
ଭୁବନେଶ୍ୱର,୨୨/୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ପ୍ରଚାର ମଙ୍ଗ ଧରିଛନ୍ତି।ପ୍ରାୟତଃ ବିରୋଧୀଙ୍କ କଟାକ୍ଷକୁ ଖାତିର କରୁ ନ ଥିବା Continue Reading
Seo wordpress plugin by www.seowizard.org.