Home Posts tagged oath taking ceremoney of odisha new chief minister will now held on june 12
Odisha News
ଭୁବନେଶ୍ବର, ୯/୬: ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି। କୁହାଯାଉଥିଲା ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି।ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି ରାଜ୍ୟ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି। ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ପ୍ରସ୍ତୁତି ବୈଠକ ପରେ ତାରିଖ ଘୋଷଣା Continue Reading
Seo wordpress plugin by www.seowizard.org.