
କୋଲକାତା, ୩୧/୭: ବିଶିଷ୍ଟ ବଙ୍ଗୀୟ ତଥା ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ଆଉ ନାହାନ୍ତି। ଗତ ରାତି ୨ଟା ୫ ମିନିଟ୍ ସମୟରେ କୋଲକାତାର ଚେତଲା ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ଦେହାନ୍ତ ହୋଇଛି ବୋଲି ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ କିଛି ସମୟ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କର ହୃଦଘାତରେ ପରଲୋକ ହୋଇଛି।ନିର୍ମଳା ମିଶ୍ର ଓଡ଼ିଆ ସିନେଜଗତର ଜଣେ ଲୋକପ୍ରିୟ ଗାୟିକା ଥିଲେ। ଷାଠିଏ ଓ ସତୁରି […]Continue Reading