Home Posts tagged odichs cm
Odisha News
ଭୁବନେଶ୍ବର, ୨୦/୨: ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ଆସନ୍ତା ମାର୍ଚ୍ଚ ୨ ତାରିଖ ଠାରୁ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ତିନିଦିନ ହେବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨, ୪ ଓ ୬ ତାରିଖରେ ପରୀକ୍ଷା ଦେବେ। ଦୁଇଟି ସିଟିଂରେ ଏହି ପରୀକ୍ଷା ହେବ।ପ୍ରଥମ ସିଟିଂ ସକାଳ ୧୦ଟାରୁ ଓ ଦ୍ଵିତୀୟ ସିଟିଂ ଅପରାହ୍ଣ ୨ଟାରୁ ଆରମ୍ଭ ହେବ। ପରୀକ୍ଷା ପାଇଁ ୨ ଘଣ୍ଟା ସମୟ ରହିଛି। ଭିନ୍ନକ୍ଷମମାନଙ୍କୁ ଅଧିକ ୪୦ ମିନିଟ୍ ଦିଆଯିବ। ମାର୍ଚ୍ଚ ୨ […]Continue Reading
Seo wordpress plugin by www.seowizard.org.