
ଭୁବନେଶ୍ୱର,୧୦/୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ରାଜ୍ୟ ସରକାର ସମସ୍ତ ଜିଲାପାଳ ଏବଂ ଆର୍ଡିସିଙ୍କ ଛୁଟି ବାତିଲ କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଚିଠି କରାଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଏହି ସମୟରେ ମଧ୍ୟରେ କାହାରିକୁ ଛୁଟି ଦିଆଯିବ ନାହିଁ। ଯେଉଁମାନେ ବି ଛୁଟିରେ ଅଛନ୍ତି, ସେମାନେ ଶୀଘ୍ର ଆସି Continue Reading