କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୧୧ : ଆସନ୍ତା ନଭେମ୍ବର ୨୫ ଓ ୨୬ ତାରିଖରେ ବୌଦ୍ଧ ଜିଲ୍ଲାର ସ୍ଥାନୀୟ କଚେରି ପଡ଼ିଆଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ ହେବ।ଏହି ମେଳାର ସଫଳ ଆୟୋଜନ ଓ ସୁପରିଚାଳନା ନିମନ୍ତେ ଜିଲ୍ଲାପାଳ ଶ୍ରୀ ବିଭୂତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ଏକ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ Continue Reading




