ଭୁବନେଶ୍ୱର, ୬/୯ : ରାଜ୍ୟ ସରକାର ବାୟୋମେଟ୍ରିକ ଉପସ୍ଥାପନାକୁ ବାଧ୍ୟତାମୂଳକ କରାଯାଇଛି । ପଞ୍ଚାୟତ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ମଣ୍ଡଳ ଉନ୍ନୟନ ଅଧିକାରୀ ବାୟୋମେଟ୍ରିକରେ ଉପସ୍ଥାପନ ଦେବେ ବୋଲି ପଞ୍ଚାୟତରାଜ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ ମେସିନ ଲଗାଯିବ । ସମସ୍ତ କାର୍ଯ୍ୟାଳୟରେ ଯଥାଶୀଘ୍ର ବାୟୋମେଟ୍ରିକ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସରକାର ନିର୍ଦ୍ଦେଶ Continue Reading
ଭୁବନେଶ୍ବର, ୨୦/୭: ଭୁବନେଶ୍ବର ଏମ୍ସରେ ଚିକିତ୍ସିତ ହେଉଥିବା ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଆଜି ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଉଛି।ଏନେଇ ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି। ଇତିମଧ୍ୟରେ ଦିଲ୍ଲୀଏମ୍ସରେ ପୀଡ଼ିତାଙ୍କ ପାଇଁ ବେଡ୍ ବ୍ୟବସ୍ଥା କରାଯାଇଛି। ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ଭୁବନେଶ୍ବର ବିମାନବନ୍ଦର ଅଭିମୁଖେ ନିଆଯାଉଛି। ଏଥିଲାଗି ଗ୍ରିନ୍ କରିଡର୍ର ବ୍ୟବସ୍ଥା କରାଯାଇଛି।ଏମ୍ସ ଭୁବନେଶ୍ବର Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୦/୩ : ଆଗଲପୁର (ଡୁଡୁକା ) ବ୍ଲକ ମୁରଶୁଣ୍ଡ ରେ ଆଇଡିବିଆଇ ବ୍ୟାଙ୍କ ସେବା ଆରମ୍ଭ ହୋଇଯାଇଛି।ମୁରଶୁଣ୍ଡ ସରପଞ୍ଚ ରଥି ସାହୁ ଅତିଥି ଭାବରେ ଯୋଗଦେଇ ନୂତନ କାର୍ଯ୍ୟାଳୟ କୁ ଉଦଘାଟନ କରିଥିଲେ।ରିଜିଓନାଳ ମ୍ୟାନେଜର ବିକାଶ ଭାରତୀ ଓ ବେନ୍ଦ୍ରା ବ୍ରାଞ୍ଚ ମ୍ୟାନେଜର ବୃନ୍ଦାବନ ପ୍ରଧାନ ଆସିଷ୍ଟାଣ୍ଟ ମେନେଜର ଜ୍ୟୋତିରଞ୍ଜନ ମିଶ୍ର ଉପସ୍ଥିତ ଥିଲେ।ଅଂଚଳବାସୀଙ୍କୁ ହାତ ପାହାନ୍ତା ରେ ବ୍ୟାଙ୍କ ସେବା ଯୋଗାଇ ଦେବାକୁ Continue Reading
କାଲିମେଳା,୨୦/୨: ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଗୁମୁକା ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଛି। ପରେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପରେ ପୋଲିସର ଜିମା ଦେଇଛନ୍ତି। ମୃତ ମହିଳା ଜଣଙ୍କ ଗୁମୁକା ଗ୍ରାମର ଶିଙ୍ଗେ ମାଡକାମୀ(୩୦) ବୋଲି ଜଣାପଡ଼ିଛି।ସୂଚନାନୁଯାୟୀ, ଗୁମୁକା ପଞ୍ଚାୟତ ପଛ ପଟେ ବସ୍ତିରେ ରହୁଥିବା ମାଲା ମାଡ଼କାମୀ ଆନ୍ଧ୍ରରେ ରହି କାମ କରୁଥିବା ବେଳେ ତାଙ୍କ Continue Reading




