Home Posts tagged odisha baliguda
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ରାମନବମୀ ଦିନ ଶିକପଡା ରାମଘାଟି ନିକଟରେ ହୋଇଥିବା ଲୁଟ୍‌ତରାଜ ଘଟଣାର ପର୍ଦ୍ଦାଫାଶ କରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ମାନେ ଫୁଲବାଣୀ ସଦର ଓ ଖଜୁରୀପଡ଼ା ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ଚୋରା ବାଇକ୍, ମୋବାଇଲ୍ ଓ ମାରଣାସ୍ତ୍ର ଜବତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୪ : ବୁଧବାର ରାତ୍ର ଠାରୁ ଆରମ୍ଭ ହୋଇଛି କନ୍ଧମାଳ ଜିଲ୍ଲାର ବହୁ ପ୍ରସିଦ୍ଧ ବାଲିଗୁଡା ଦଣ୍ଡଯାତ୍ରା । ଶହ ଶହ ମାନସିକଧାରୀ ଦଣ୍ଡୁଆଁ ନିଜର ମନସ୍କାମନା ପୂର୍ତ୍ତି ହେତୁ ଆସ୍ଥା ଓ ବିଶ୍ୱାସ ସହିତ ମାଆଙ୍କର ଏହି ଦଣ୍ଡଯାତ୍ରା ରେ ଯୋଡ଼ି ହୋଇ ସମ୍ପୂର୍ଣ୍ଣ ଭାବେ ନିଜକୁ ମାଆଙ୍କ ପାଖରେ ସମର୍ପିତ ହୋଇ ୧୩ ଦିନ ପର‌୍ୟ୍ୟନ୍ତ ମାଆଙ୍କର ପୂଜାର୍ଚ୍ଚନା କରି ଦଣ୍ଡକାଳୀ ଙ୍କ ର ବ୍ରତ ନିୟମ ଅନୁସାରେ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୧/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡାଙ୍କ ଚୈତ୍ର ମାସର ଚତୁର୍ଥ ତଥା ଶେଷ ମଙ୍ଗଳବାର ଯାତ୍ରା ଉଦଯାପିତ ହୋଇଯାଇଛି ।ଏହି ଅବସରରେ ମା’ ପାଟଖଣ୍ଡା ପଦ୍ମ ଫୁଲ ବେଶରେ ଭକ୍ତ ଙ୍କୁ ଦର୍ଶନ ଦେଇଛନ୍ତି ।ଚୈତ୍ର ମାସର ଶେଷ ମଙ୍ଗଳବାର ହୋଇଥିବା ଯୋଗୁଁ ସମଗ୍ର କନ୍ଧମାଳ ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଶତାଧିକ ଭକ୍ତ ମାନେ ଆସି ମା ‘ଙ୍କ Continue Reading
Top Stories
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୩ : ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି ।ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ ।ଏ ନେଇ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୨/୩ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେରଦଣ୍ଡ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଆୟୋଜନ ହେବ ।ଏହି ପରିପ୍ରେକ୍ଷୀରେ ସମିତିର ମୁଖ୍ୟ ପରିଚାଳକ ରାଜ କିଶୋର ଦାସ ଙ୍କ ଆବାହକତ୍ୱରେ ଏକ ମିଳିତ ପ୍ରାକ ପ୍ରସ୍ତୁତି ବୈଠକ ସ୍ଥାନୀୟ ମା ‘ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ଥିବା ପଞ୍ଚୁଦଣ୍ଡ ପରିଚାଳନା ସମିତି ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୦/୩ : ଜଳବାୟୁ ପରିବର୍ତ୍ତନ ସହିତ ଧରାପୃଷ୍ଠରୁ ବହୁ ଜୀବଜନ୍ତୁ ମଧ୍ୟ ଧିରେ ଧିରେ ଲୋପ ପାଇବାରେ ଲାଗିଛି ।ଦିନ ଥିଲା ଗାଆଁ ଗହଳରେ ମାଆ ମାନେ ଘର ଚଟିଆକୁ ଦେଖାଇ ନିଜ ଛୁଆର ଅଝଟ ପଣ ଦୂର କରିବା ସହିତ ଘର ଚଟିଆ ସମ୍ପର୍କରେ ନାନା ଗୀତ ଗାଇ ନିଜ ଛୁଆକୁ ଖୁଆଇ ଦେଉଥିଲା । ଅଗଣା ଚାଳରେ ବସା ବାନ୍ଧି ଥିବା ଘର ଚଟିଆ ଗୁଡ଼ିକ ମଧ୍ୟ କିଚିରି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୮/୩ : ସୁନ୍ଦର ପରିବେଶ ବିଦ୍ୟାଳୟ ପରିସର । ଉପାନ୍ତ ଅଞ୍ଚଳରେ ସ୍ମାର୍ଟ କ୍ଲାସ୍ ରୁମ୍ ରେ କେରଳ ମୋଡେଲ୍ ରେ ପାଠ ପଢ଼ୁଛନ୍ତି ଛାତ୍ରଛାତ୍ରୀ । କିନ୍ତୁ ଆବଶ୍ୟକ ଅନୁଯାୟୀ ଶିକ୍ଷକ,ଶିକ୍ଷୟତ୍ରୀ ନଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଛାତ୍ରଛାତ୍ରୀ ।ଏ କେଉଁ ସହରାଞ୍ଚଳର ଖବର ନୁହେଁ । ଏ ହେଉଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ଭାବେ ପରିଚିତ ସୁଡ୍ରା ପଞ୍ଚାୟତର ଗଟାଙ୍ଗି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୭/୩ : ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀର କରାଳ ରୂପ ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ବର୍ଷା ଓ କୁଆପଥର ପଡ଼ିବାରୁ ଅନେକ ଆଜବେଷ୍ଟସ ଛପର ଘର ଭାଙ୍ଗି ନଷ୍ଟ ହୋଇଥିବା ଜଣାପଡିଛି। ହଠାତ ପବନ ବହିବା ସହିତ ପ୍ରବଳ ବର୍ଷା ଓ କୁଆପଥର ପଡ଼ିଥିଲା ।ଏତେ କୁଆପଥର ବୃଷ୍ଟି ହୋଇଥିଲା ଯେ ବେଶ୍ କିଛି ସମୟ ପର୍ଯ୍ୟନ୍ତ ପୂରା ଅଞ୍ଚଳ କାଶ୍ମୀରର ଭ୍ରମ ସୃଷ୍ଟି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ର ସମସ୍ତ କ୍ଳଷ୍ଟରର ବିଦ୍ୟାଳୟ ରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପରୀକ୍ଷା ସହ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ବିନୋଦିନୀ ସାମଲଙ୍କ ପରିଚାଳନା ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପ୍ରାୟ ୭୦୦ ଜଣ ପରୀକ୍ଷାର୍ଥୀ ଯୋଗ ଦେଇ ପରୀକ୍ଷା ଦେଇଥିଲେ । ଏହି କାର୍ଯ୍ୟକ୍ରମ ର ମୁଖ୍ୟ ତଥା ଗୁରୁତ୍ୱପୂର୍ଣ୍ଣ ଉଦ୍ଦେଶ୍ୟ ଯଥା : ଏହା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ପାଟଖଣ୍ଡା ଠିକାଦାର ସଂଘ ର ଏକ ବୈଠକ ସଭାପତି ସ୍ଵପ୍ନେଶ୍ଵର ସାହୁ ଙ୍କ ଅଧ୍ୟକ୍ଷତା ରେ ସ୍ଥାନୀୟ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଠିକାଦାର ମାନଙ୍କ ବିଭିନ୍ନ ଠିକା କାର୍ଯ୍ୟ ସମ୍ପର୍କରେ ଆଲୋଚନା ହୋଇଛି । କନ୍ଧମାଳ ଜିଲ୍ଲା ବିଭିନ୍ନ ସରକାରୀ କାର୍ଯ୍ୟ ଗୁଡିକ ରେ ଠିକା କାର୍ଯ୍ୟ ସଂଘ ର ଅନୁମତି ବିନା ଅନ୍ୟ ଜିଲ୍ଲା ଠିକାଦାର ମାନଙ୍କୁ […]Continue Reading