Home Posts tagged odisha baliguda
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୧/୧୧: ବିଶିଷ୍ଟ ସମାଜସେବୀ, ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକ (ଆଜ୍ଞା)ଙ୍କ ୧୧୧ତମ ଜୟନ୍ତୀ ପାଳନ ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସମିତି ପରିସରରେ ଆୟୋଜିତ ହୋଇଯାଇଛି।ଏହି ଶିବିର ରୁ ମୋଟ ୩୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି। ଶିବିରକୁ ମୁଖ୍ୟ ଅତିଥି ଭାବେ ବିଏସ୍‌ଏଫ୍ କମାଣ୍ଡାଣ୍ଟ ମାନସ ରଞ୍ଜନ ପଣ୍ଡା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୯/୧୧: ପବିତ୍ର ଦୀପାବଳି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୂଲ୍ୟରେ ମା’ ଶ୍ୟାମା କାଳୀଙ୍କ ପୂଜା ମହାଆଡ଼ମ୍ବର ଓ ଭକ୍ତିମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ପାରମ୍ପରିକ ବିଧିବିଧାନ ଓ ଶାସ୍ତ୍ରୀୟ ରୀତିନୀତି ଅନୁଯାୟୀ ଦକ୍ଷ ପୂଜକ ଓ ପୁରୋହିତଙ୍କ ଦ୍ୱାରା ମା’ଙ୍କ ପୂଜାର୍ଚ୍ଚନା, ହୋମଯଜ୍ଞ ଓ ବିଭିନ୍ନ ଧାର୍ମିକ କାର୍ଯ୍ୟ ସମ୍ପନ୍ନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୭/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍‌ଏସି ଅନ୍ତର୍ଗତ ୧୨ ନମ୍ବର ୱାର୍ଡ ଗୁଳିମରା ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ପୋଖରୀ ରେ ବୁଡ଼ି ଜଣେ ୩୫ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି।ମୃତକ ହେଲେ ସ୍ଥାନୀୟ ଅଞ୍ଚଳର ଦିନ ମଜୁରିଆ ପିଣ୍ଟୁ ଦଣ୍ଡସେନା। ସୂଚନା ଅନୁଯାୟୀ, ପିଣ୍ଟୁ ପ୍ରତିଦିନ ଭଳି ଶନିବାର ମଧ୍ୟ ନିକଟସ୍ଥ ପୋଖରୀ କୁ ଗାଧୋଇ ଯାଇଥିବା ବେଳେ ପୋଖରୀ ଭିତରେ ଥିବା ଜଳଜ ଦଳରେ ଛନ୍ଦି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୪/୧୧ : ଆଲୋକର ପର୍ବ ଦୀପାବଳି ଆସିଲେ ଚାରିଆଡ଼େ ଦେଖିବାକୁ ମିଳେ ଆଲୋକ ର ରଙ୍ଗୀନ ସମ୍ଭାର। ସହର ଠାରୁ ଗାଁ ବଜାର ପର‌୍ୟ୍ୟନ୍ତ ରଙ୍ଗବେରଙ୍ଗ ଆଲୋକ ମାଳାର ଚାହିଦା ବଢ଼ୁଥିବା ବେଳେ ଅନ୍ୟପଟେ ନିଜ ପୂର୍ବପୁରୁଷଙ୍କ କୌଳିକ ବୃତ୍ତିକୁ ଜାବୁଡ଼ି ଧରି ମାଟିର ଦୀପ ଗଢ଼ିବା ରେ ବ୍ୟସ୍ତ କୁମ୍ଭକାର ପରିବାର।କୁମ୍ଭାର ଚକର ଘୂର୍ଣ୍ଣନ ସହ ମାଟିରୁ ଜନ୍ମ ନେଉଛି ଶହ ଶହ ଦୀପ। ହେଲେ ଆଧୁନିକ ଆଲୋକର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩/୧୧ : ଦୀପାବଳୀ ଆସିଲେ ବାଣ ବଜାରରେ ଦେଖିବାକୁ ମିଳେ ଚଳଚଞ୍ଚଳତା। ଏହି ସମୟରେ ବାଣ ବ୍ୟବସାୟ କରି ଦୁଇ ପଇସା ରୋଜଗାର କରିବାକୁ ଅନେକ ବ୍ୟବସାୟୀ ଆଗ୍ରହ ପ୍ରକାଶ କରନ୍ତି। ହେଲେ ବାଣ ବିକ୍ରି ପାଇଁ ଲାଇସେନ୍ସ ପ୍ରଦାନର ସମୟସୀମା ଓ ବାଣ ସଂଗ୍ରହ କରିବାର ବାସ୍ତବ ସ୍ଥିତିକୁ ନେଇ ଏବେ ଉଠିଛି ଅନେକ ପ୍ରଶ୍ନ।ପ୍ରଶାସନର ନିୟମ ଓ ବ୍ୟବସାୟର ଆବଶ୍ୟକତା ମଧ୍ୟରେ ରହିଥିବା ଏହି ତାଳମେଳ ଅଭାବ ବ୍ୟବସାୟୀଙ୍କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧/୧୧ : ବାତ୍ୟା ‘ଅର୍ଣ୍ଣବ’ର ତାଣ୍ଡବରେ ସୃଷ୍ଟି ହୋଇଥିବା ବିପୁଳ କ୍ଷୟକ୍ଷତିରୁ କନ୍ଧମାଳ ଜିଲ୍ଲା ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ମୁକୁଳି ପାରିନାହିଁ। ବାତ୍ୟାର ପ୍ରଭାବ କମିବାର ତିନି ଦିନ ବିତିଯାଇଥିଲେ ମଧ୍ୟ ଜିଲ୍ଲାର ଅନେକ ଅଞ୍ଚଳକୁ ଯୋଗାଯୋଗ ସ୍ୱାଭାବିକ ହୋଇନାହିଁ।ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ ହଟାଇବା, କ୍ଷତିଗ୍ରସ୍ତ ଅଞ୍ଚଳରେ ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ପୁଣି ଏକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୧/୧୦ : ପାଠପଢ଼ା ସହ ସାଂସ୍କୃତିକ ପ୍ରତିଭାର ପ୍ରଦର୍ଶନରେ ମଧ୍ୟ ନିଜର ଶ୍ରେଷ୍ଠତ୍ୱ ପ୍ରମାଣିତ କରିଛି ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟ। ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୁତି ଭବନ ପରିସରରେ ଆୟୋଜିତ ଲୋକନୃତ୍ୟ ଓ ଲୋକଗୀତ ପ୍ରତିଯୋଗିତାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରଥମ ସ୍ଥାନ ହାସଲ କରି ନିଜ ଅନୁଷ୍ଠାନ ସହ ବାଲିଗୁଡ଼ା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।କନ୍ଧମାଳର ଆଦିବାସୀ ପରମ୍ପରା, ଲୋକଜୀବନ ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୦/୧୦ : ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପ ଯେ ଏତେ ଭୟଙ୍କର ହୋଇପାରେ, ତାହାର ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ ଆସିଛି କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ ଅନ୍ତର୍ଗତ ଡାଙ୍ଗେଶି ଗ୍ରାମରୁ। ପ୍ରବଳ ବର୍ଷା ପରେ ପାହାଡ଼ରୁ ମାଡ଼ି ଆସିଥିବା ମାଟି, ପଥର ଓ ପଙ୍କରେ ଗୋଟିଏ ହସଖୁସିର ପରିବାର ମାଟିରେ ମିଶିଯାଇଛି।ଏହି ଭୂସ୍ଖଳନରେ ଏକାସାଙ୍ଗରେ ଜୀବନ ହରାଇଛନ୍ତି ସ୍ୱାମୀ, ସ୍ତ୍ରୀ ଓ ସେମାନଙ୍କର ମାତ୍ର ୭ ମାସର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୯/୧୦ : ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ଅମଳ ସମୟରେ ବର୍ଷା ଦାଉ ସାଧିଥିବାରୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ପନିପରିବା ସହ ଧାନ ଫସଲ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହେବାର ଆଶଙ୍କା ଦେଖାଦେଇଛି।ଅଦିନିଆ ବର୍ଷା ଚାଷୀଙ୍କ ବର୍ଷକର ପରିଶ୍ରମକୁ ମାଟିରେ ମିଶାଇ ଦେବା ଭଳି ପରିସ୍ଥିତି ସୃଷ୍ଟି କରିଥିବାରୁ ଚାଷୀମହଲରେ ନିରାଶା ଦେଖାଦେଇଛି। Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୮/୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ କନ୍ଧମାଳ ଜିଲ୍ଲାରେ ପ୍ରଶାସନିକ ତତ୍ପରତା ବଢ଼ିଛି।ଧନଜୀବନର ସୁରକ୍ଷା ସହ ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟ ନେଇ ସମସ୍ତ ବିଭାଗକୁ ସଜାଗ ରଖାଯାଇଛି।ଏହି ପରିପ୍ରେକ୍ଷୀରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଦୁଇଦିନିଆ କନ୍ଧମାଳ ଗସ୍ତରେ ଆସି ବାତ୍ୟା ମୁକାବିଲା ପ୍ରସ୍ତୁତି ସହ ବିଭିନ୍ନ ଉନ୍ନୟନମୂଳକ Continue Reading