ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,ତା, ୧୮/୯: ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି।ଏନେଇ ଛୋଟ ବଡ ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା ଏପରିକି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇଥିଲେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୭/୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ ତମ ଜନ୍ମଦିନ ଅବସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରାଯାଇଛି ।ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ଏକ ଦିବସୀୟ ସାମୁହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ବନଖଣ୍ଡର ୭ ଟି ବନାଞ୍ଚଳରେ ୨୫ ହଜାର ବୃକ୍ଷରୋପଣ କରାଯାଇଛି । ଏହି ଅବସରରେ କନ୍ଧମାଳ ସାଂସଦ ସୁକାନ୍ତ କୁମାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୯: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଛି। ଗତ ୩ ଦିନ ମଧ୍ୟରେ ଉକ୍ତ ଥାନା ଅଞ୍ଚଳରେ ଏକାଧିକ ଆପରାଧିକ ଘଟଣା ଘଟିବାରେ ଲାଗିଛି।ପ୍ରକାଶ ଯେ, ରବିବାର ବିଳମ୍ବିତ ରାତିରେ କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ କେହି ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ବେକ, ଛାତି, ପିଠିରେ ଗଭୀର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨/୯: କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ. କୁମାର ନ୍ୟୁଜ ଏଜେନ୍ସି ର ପ୍ରତିଷ୍ଠାତା ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫ ) ଙ୍କ ସୋମବାର ଅପରାହ୍ନ ୨ ସମୟରେ ବ୍ରହ୍ମପୁରର ଏକ ଘରୋଇ ମେଡିକାଲ ରେ ଦେହାନ୍ତ ହୋଇଯାଇଛି ।ସ୍ବର୍ଗତ ପାଣିଗ୍ରାହୀ କିଛି ଦିନ ହେବ ଶ୍ଵାସ ଜନିତ ସମସ୍ୟା ଦେଖାଦେବାରୁ ପ୍ରଥମେ ବାଲିଗୁଡା ମେଡିକାଲ ପରେ ବ୍ରହ୍ମପୁର ର ଏକ ଘରୋଇ ମେଡିକାଲ ରେ ଚିକିସ୍ତିତ ହେଉଥିଲେ । ଶ୍ରୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୯/୮: ଯୁବ କ୍ରୀଡ଼ାବିତ ଅଭିଜ୍ଞାନ ନାୟକ। ପାଠ ପଢ଼ିବା ସାଙ୍ଗକୁ କବାଡ଼ି ଖେଳର ରୁଚି ରଖୁଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହିର ଅର୍ଜୁନ ନାୟକ ଓ ମାତା ଫୁଲ ନାୟକଙ୍କ ବଡ଼ ପୁଅ। ଷଷ୍ଠ ଶ୍ରେଣୀରୁ ଖେଳପ୍ରତି ଆଗ୍ରହ ରଖି ସ୍କୁଲ ସ୍ତରରେ ଜିଲ୍ଲାସ୍ତରୀୟ କବାଡ଼ି ଖେଳି ପ୍ରଥମ ସ୍ଥାନ ହାସଲ କରିଥିଲେ।ଏହି ପୁରସ୍କାର ଅଭିଜ୍ଞାନକୁ ଖେଳ ଜଗତରେ ଆଗକୁ ବଢିବା ପାଇଁ ବେଶ ଉତ୍ସାହ ଦେଇଥିଲା । ଯାହାକି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୦୮: ଅଗ୍ରପୂଜ୍ୟ ଗଜାନନଙ୍କ ପୂଜା। ବିଦ୍ୟାର ଦେବତା ଆଦିଦେବ, ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ପୂଜା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଥିଲା ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଶ୍ରୀ ଶ୍ରୀ ଶ୍ରୀ ମା \’ପାଟଖଣ୍ଡା ଦୁର୍ଗାପୂଜା ସମିତି ର ପୂଜା ମଣ୍ଡପ ପରିସରରେ ଟାଉନ ଫ୍ରେଣ୍ଡସ ଗ୍ରୁପ ର ନବମ ବାର୍ଷିକ ଗଣେଷ ପୂଜା ରେ ୧୮ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୫/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ (୫୩)ଙ୍କର ରବିବାର ରାତିରେ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି ।କିଡ୍ନିଜନିତ ରୋଗରେ ପୀଡ଼ିତ ହୋଇ ସେ ଗତକିଛି ଦିନ ହେଲା ଚିକିତ୍ସାଧୀନ ଥିଲେ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ବେଲଘର ଥାନା ଗୁମା ଗ୍ରାମରେ ଜନ୍ମିତ କରେନ୍ଦ୍ର ବାଲିଗୁଡ଼ାରୁ ବିଜେପିରୁ ୨୦୦୪ ଓ ୨୦୦୯ ରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏଗାର ଦିନ ଧରି ଆୟୋଜିତ ଫୁଟବଲ ଚମ୍ପିୟାନସିପ ଉଦଯାପିତ ହୋଇଯାଇଛି ।ଏଥିରେ ଅଞ୍ଚଳର ବଛା ବଛା ୧୨ଟି ଦଳ ଅଂଶ ଗ୍ରହଣ କରି ଫାଇନାଲ ଦିନ ଢୁପା ଏଫସି ଦଳ ସହ ସିର୍ତ୍ତିଗୁଡା ଦଳ ମଧ୍ୟରେ ଟୁର୍ନାମେଣ୍ଟ ଆୟୋଜିତ ହୋଇଥିଲା ।ଏଥିରେ ସ୍ଥାନୀୟ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୭ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି।ସହକାରୀ କାର୍ଯ୍ୟନିର୍ବାହୀ ଜିଲ୍ଲା ପରିଷଦ ପ୍ରକଳ୍ପ ନିର୍ଦ୍ଦେଶକ ନରେନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣିରେ ମୋଟ ୮୪ ଟି ଅଭିଯୋଗ ଆସିଥିବା ବେଳେ ୪୫ ଟି ଗୋଷ୍ଠୀଗତ ଓ ୩୯ ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା ।ସମସ୍ତ ଅଭିଯୋଗ କୁ ଗୁରୁତର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ପଞ୍ଚାୟତସ୍ଥିତ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟରେ ରାଜ୍ୟ ବନ୍ୟଜନ୍ତୁ ସଂରକ୍ଷଣ ନିମନ୍ତେ କାର୍ଯ୍ୟରତ ଏଭର ଗ୍ରୀନ ଫୋରମ ସଂଗଠନ ପକ୍ଷରୁ ହାତୀ ମାନଙ୍କ ସଂରକ୍ଷଣ ତଥା ଅରଣ୍ୟର ରକ୍ଷଣବେକ୍ଷଣ ନିମିତ୍ତ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଥିଲା ।ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ୟାମସୁନ୍ଦର ସାହୁଙ୍କ Continue Reading




