Home Posts tagged odisha baliguda (Page 10)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୭/୧ : ସମଗ୍ର ବାଲିଗୁଡା ଉପଖଣ୍ଡ ରେ ଦିନକୁ ଦିନ ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି, କମିବାର ନାଁ ଧରୁନି, ଦିନ ହେଉ କି ରାତି ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ ।ଦିନ ରାତି ପିଲାଠୁ ବୁଢା ଯାଏଁ ନିଆଁ ଲଗାଇ ପାଖରେ ବସି ରହୁଥିବା ଦେଖିବାକୁ ମିଳୁଛି । ଗତ କିଛି ଦିନ ଧରି ପାରଦ ତଳମୁହାଁ ହୋଇଥିବା ବେଳେ ରାତିରେ ପ୍ରବଳ ମାତ୍ରା ରେ ଥଣ୍ଡା ପଡୁଥିବା ଏବଂ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୧ : କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଓ ବାଲିଗୁଡା ଘରୋଇ ବସ୍ ମାଲିକ ସଂଘର ମିଳିତ ଉଦ୍ୟମରେ ସଡକ ସୁରକ୍ଷା ପକ୍ଷ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି ।ଏଥିରେ କନ୍ଧମାଳ ଜିଲ୍ଲା ମୋଟର ଯାନ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ଦାସ, ସହକାରୀ ମୋଟର ଯାନ ଇନ୍ସପେକ୍ଟର ବଟକୃଷ୍ଣ ବିଶ୍ଵାଳ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ । ମହାବିଦ୍ୟାଳୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୧ : ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରଥମ ଦାରିଙ୍ଗବାଡି ଗସ୍ତ ରେ ଆସି ସେ ପ୍ରଥମେ ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ସେଠାରେ ଇକୋ ରିଟ୍ରିଟ ବୁଲିବା ସହ ପର୍ଯ୍ୟଟକଙ୍କ ସହ ଆଲୋଚନା କରିଥିଲେ।ତେବେ ପର୍ଯ୍ୟଟନ କ୍ଷେତ୍ରକୁ ସଂଯୋଗ କରୁଥିବା ରାସ୍ତା ଗୁଡିକର ଉନ୍ନତି କରିବାକୁ ପର୍ଯ୍ୟଟକମାନେ ନିବେଦନ କରିଥିଲେ। ଏଥିସହ ଇକୋ ରିଟ୍ରିଟରେ ବହୁତ ଭଲ ସେବା ମିଳୁଥିଲେ ମଧ୍ୟ ପ୍ରତିଦିନ ସନ୍ଧ୍ୟାରେ ଗୋଟିଏ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏସଆଇଓଏସ ଏବଂ ଏନ ଆଇ ଓ ଏସ ର ମିଳିତ ଉଦ୍ୟମ ରେ ଏକ ମେଗା ଆଡମିଶନ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି।ଶିକ୍ଷାର ମୂଳସ୍ରୋତରୁ ବିଚ୍ୟୁତ ହୋଇଥିବା ପିଲାମାନଙ୍କୁ ପୁଣି ଥରେ ପାଠପଢ଼ା ସହ ଯୋଡ଼ିବା ପାଇଁ ଏହି ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି।ଏହି ଶିବିରରେ ମୁଖ୍ୟତଃ ପାଠପଢ଼ା ଅଧାରୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକର ତେଙ୍ଗେଡ଼ାପଥର ଠାରେ ମାଁ ବରଳଦେବୀ ରାଜ୍ୟସ୍ତରୀୟ ଭଲିବଲ ଟୁର୍ନାମେଣ୍ଟ ଆଗାମୀ ଦିନରେ ଅନୁଷ୍ଠିତ ହେବା ନିମନ୍ତେ ସମାଜସେବୀ ପ୍ରଦୀପ କୁମାର ଡିଗାଲଙ୍କ ଆବାହନ କ୍ରମେ ଏକ ପ୍ରସ୍ତୁତି ବୈଠକ ଏଏମସିଏସ ମହାବିଦ୍ୟାଳୟ ନିକଟରେ ଅନୁଷ୍ଠିତ ହୋଇଯାଇଛି ।ଏଥି ସହ ଏକ ସ୍ଥାୟୀ କର୍ମକର୍ତ୍ତା ଚୟନ ମଧ୍ୟ କରାଯାଇଅଛି ଓ ଏଥିରେ ସର୍ବ ସମ୍ମତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୦/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ରେ ଜାତୀୟ ସେବା ଯୋଜନା ୨ଟି ୟୁନିଟର ଏକ ସପ୍ତାହ ବ୍ୟାପୀ ଆୟୋଜିତ ଶୀତକାଳୀନ ସେବା ଶିବିର ବଡଗାଁ ପୋଷ୍ୟଗ୍ରାମରେ ଉଦଯାପିତ ହୋଇ ଯାଇଛି । ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ଅବସରପ୍ରାପ୍ତ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସୀ କାର୍ଯ୍ୟକ୍ରମ ଅଧିକାରିଣୀ ଶ୍ରୀମତୀ ଅରୁନ୍ଧତୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି ଥାନା ଅନ୍ତର୍ଗତ ଚୂନପଡା ଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା ଉପରୁ ପର୍ଦ୍ଦାଫାଶ କରିଛି ଟିକାବାଲି ପୋଲିସ। ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ ହୋଇଥିବା ବେଳେ ଗୁଣିଗାରେଡି ସନ୍ଦେହରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଥିବା ପୋଲିସ ଜାଣିବାକୁ ପାଇଛି। ଏହି ମାମଲାରେ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱ ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ , ମୁଖ୍ୟବକ୍ତା ଭାବେ ବାଲିଗୁଡା ଏନ ଏ ସି ସାଂସଦ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ପକ୍ଷରୁ ଧୂଙ୍ଗିଆଦେବୀ ମନ୍ଦିର ନିକଟରେ ପୋଲିସ ଦଳର ପେଟ୍ରୋଲିଂ ବେଳେ ଚୋରା ଗଞ୍ଜେଇ ଚାଲାଣକାରୀ ତିନି ଜଣ ମହିଳାଙ୍କୁ ପୋଲିସ ପେଟ୍ରୋଲିଂ ଦଳ ଏସଆଇ ଦମୟନ୍ତୀ ବେହେରା,ଏଏସଆଇ ବାସୁଦେବ ପଣ୍ଡା ଓ ସୁରେନ୍ଦ୍ର ରାଜହଂସଙ୍କ ହାବୁଡ଼ରେ ପଡ଼ିଥିଲେ।ଉକ୍ତ ଗଞ୍ଜେଇ ଅଖାକୁ ପୋଲିସ ତନଖି କରି ଗଞ୍ଜେଇ ଜବତ କରିଥିଲେ। ପରେ ଉକ୍ତ ସ୍ଥାନରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୧: ଓଡିଶା ର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ମାସ ୮ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଆୟୋଜିତ ହେବ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।ରବିବାର ପୂର୍ବାହ୍ନରେ ଶୀତ ମହୋତ୍ସବ କମିଟି ପକ୍ଷରୁ ନିକଟସ୍ଥ ମାପଟ୍ଟଖଣ୍ଡାଙ୍କ ପୀଠରେ ପୂଜାର୍ଚ୍ଚନା ସହ ମହୋତ୍ସବକୁ ସଫଳ Continue Reading