ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୧୨ : ଆଉ ଦିନକ ପରେ ଇଂଲିଶ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି। ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା। କିନ୍ତୁ ଏହା ବର୍ତ୍ତମାନ ଲୋପ ପାଇଛି ।ନବବର୍ଷ ଆସିଲେ ବିଭିନ୍ନ ଅଞ୍ଚଳର ଦୋକାନରେ ଗ୍ରୀଟିଂସ କାର୍ଡ କିଣିବାକୁ ଲୋକଙ୍କର ଭିଡ଼ ଜମୁଥିଲା। କିନ୍ତୁ କିଛି ବର୍ଷ ହେବ କନ୍ଧମାଳ ଜିଲା Continue Reading




