ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧୧ : ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଆନୁକୂଲ୍ୟରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ମାନଙ୍କୁ ନେଇ ଶୂନ୍ୟ ସଡକ ଦୁର୍ଘଟଣା ମୃତାହତ ସପ୍ତାହ ପାଳିତ ହୋଇଯାଇଛି ।ପରିବହନ ଅଧିକାରିଣୀ ମିଲି ସାହୁ, ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ଡ଼. ବିଭୂତି ଭୂଷଣ ଆଚାର୍ୟ୍ୟ, କାଉନସେଲର ମାନସ ରଂଜନ ପ୍ରଧାନ, Continue Reading




