Home Posts tagged odisha baliguda (Page 16)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଯୁବପିଢୀଙ୍କ କ୍ଷେତ୍ରରେ ବିଗତ କିଛି ମାସ ହେଲା ଦେଖିବାକୁ ମିଳୁଛି କାନଜନିତ ସମସ୍ୟା ।ସହରର କେତେକ ଔଷଧ ଦୋକାନୀଙ୍କ ଠାରୁ ଆରମ୍ଭ କରି ଡାକ୍ତର ଖାନା ଓ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ କାନଜନିତ ସମସ୍ୟାର ସମ୍ମୁଖୀନ ହୋଇ ବହୁ ଯୁବପିଢୀ ଚିକିତ୍ସା ପାଇଁ ଆସୁଥିବା ଆଲୋଚିତ ହେଉଛି ।କାନଜନିତ ସମସ୍ୟାର ପ୍ରତିକାର ପାଇଁ ବହୁ ଯୁବପିଢୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଯୁଗାପଦର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜୈନକ ଯୁବକ କାଠ ଫାଳିଆରେ ପିଟି ପିଟି ବୃଦ୍ଧ ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି।ହତ୍ୟା ର କାରଣ ଅସ୍ପଷ୍ଟ ଥିବା ବେଳେ ମୃତକ ଜଣକ କଞ୍ଜାମେଣ୍ଡି ଗ୍ରାମର ଅଲେଖ ନାୟକ ହୋଇଥିବା ବେଳେ ହତ୍ୟାକାରୀ ଯୁଗାପଦର ଗ୍ରାମର ମିଥୁନ୍ ମଲ୍ଲିକ ବୋଲି ଜଣାପଡ଼ିଛି ।ଖବରପାଇ ଘଟଣାସ୍ଥଳରେ କ.ନୁଆଗାଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ତା, ୨୨/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବ୍ଲକ କଲୋନୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି ।ମେଳାକୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦ୍ମ ଲୋଚନ ପଣ୍ଡା, ବିଜ୍ଞାନ ଶିକ୍ଷକ ନାଗାର୍ଜୁନ ପ୍ରଧାନ ପ୍ରମୁଖ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀଙ୍କ ନାମରେ କିଛି ଦିନ ତଳେ ଏକ ଲିଖିତ ଅଭିଯୋଗ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ପାଖରେ ହୋଇଥିଲା।ଉକ୍ତ ଅଭିଯୋଗ କୁ ଆଧାର କରି ତଦନ୍ତ ପାଇଁ ଶୁକ୍ରବାର ଏକ ଜିଲ୍ଲା ସ୍ୱାସ୍ଥ୍ୟ ଟିମ ଏଡିଏମ ଅକ୍ଷୟ କୁମାର ସାହୁ, ପ୍ରତିଷ୍ଠାନ ଅଧିକାରୀ ରାଜକିଶୋର ସିଂ ପ୍ରମୁଖ ଆସି ତଦନ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗ୍ରାମ ନିକଟ ମୁସୁମାହା ପଡାର ୪ ବର୍ଷ ର ଶିଶୁ ଏକ ମସଲା ଜାତୀୟ ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ଅକାଳରେ ଜୀବନ ଚାଲିଯାଇଛି।ମୃତ ଶିଶୁ ହେଲେ ରଞ୍ଜିତ ପ୍ରଧାନଙ୍କ ୪ ବର୍ଷର ଶିଶୁ ବିଗିଲ ପ୍ରଧାନ। ସବୁଦିନ ଭଳିସେ ମଙ୍ଗଳବାର ମଧ୍ୟ ଅଙ୍ଗନାୱାଡି ପାଠ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୮/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଳକ ସ୍ତରୀୟ ସର୍ଗିଫୁଲ ମହୋତ୍ସବ- ୨୦୨୫ ବଡ଼ଗାଁ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବରେ ଅତିଥି ଭାବେ କାଉନସିଲର ଅଜୟ ଦିଗାଲ ,ବ୍ଳକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦୀପକ କନୱାର ଯୋଗଦେଇ ଶୁଭାରମ୍ଭ କରିଥିଲେ ।ବ୍ଳକର ସମସ୍ତ ୧୪ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ବିଦ୍ୟାଳୟର ଶତାଧିକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ଅଧିନସ୍ଥ ଦୁର୍ଗାପାଙ୍ଗା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସରକାର ଛାତ୍ରୀମାନଙ୍କ ପାଇଁ ଯୋଗାଇ ଦେଉଥିବା ସମସ୍ତ ସୁବିଧା ସୁଯୋଗ ବିଷୟରେ ଆଲୋଚନା ହୋଇଥିଲା ।ଏଥିସହିତ ବିଦ୍ୟାଳୟରେ ପାଠ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ଅଧୀନ ରେ ରହିଥିବା ଜୁନାଗାଁ ସରକାରୀ ଉ.ପ୍ରା.ବିଦ୍ୟାଳୟ ରେ ଶିକ୍ଷକ ଅଭାବ ନେଇ ବାରମ୍ବାର ଅଭିଯୋଗ ପରେ ମଧ୍ୟ ସମସ୍ୟା ସମାଧାନ ନ ହେବାରୁ ଶନିବାର ଅଭିଭାବକ ମଧ୍ୟ ରେ ଦେଖା ଦେଇଛି ଉତ୍ତେଜନା ।ବିଦ୍ୟାଳୟ ପରିଦର୍ଶନରେ ଆସିଥିବା ସିଆରସିସି ପ୍ରଫୁଲ୍ଲ କୁମାର ସାହୁ ଙ୍କୁ ଅଭିଭାବକ ମାନେ ୪ ଘଣ୍ଟା ଘେରାଉ କରି ଅଟକ ରଖିଥିଲେ। Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୧୩/୧୧ : ବାଲିଗୁଡା ଉପଖଣ୍ଡ ପୋଲିସ ଆନୁକୁଲ୍ୟରେ ସାଇବର ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ସହ ସଚେତନତା ଶୋଭାଯାତ୍ରା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରୁ ବାହାରି ସହର ପରିକ୍ରମା କରିଥିଲେ ।ଏଥିରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ, ଆଦିବାସୀ ମହାବିଦ୍ୟାଳୟର ଅଧକ୍ଷ ଲକ୍ଷ୍ମଣ ପାଳ,ଆଇଆଇସି ସମ୍ବିତସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ ।ବିଏସଏନଏଲ କାର୍ଯ୍ୟାଳୟ ସମ୍ମୁଖରେ ଏହାକୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତ ଶରୀର ବୁଧବାର ଜବତ କରିଛି ବାଲିଗୁଡ଼ା ପୋଲିସ ।ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲ ରାସ୍ତା ଦେଇ ଯାଉଥିବା ବେଳେ ଗଛରେ ଝୁଲନ୍ତା ମୃତ ଶରୀର କୁ ଦେଖି ସଙ୍ଗେ ସଙ୍ଗେ ପୋଲିସ କୁ ଜଣାଇଥିଲେ ।ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଶବକୁ […]Continue Reading