ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ୍ ପ୍ରଶାସନ ପକ୍ଷରୁ ମହାସିଙ୍ଗି ପଞ୍ଚାୟତ କାର୍ୟ୍ୟାଳୟ ଠାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି।ଏହି ଅଭିଯୋଗ ଶିବିରରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ଶୁଭ୍ରାଞ୍ଜଳି ପ୍ରଧାନ ଯୋଗ ଦେଇ ଉକ୍ତ ପଞ୍ଚାୟତ ଜନ ସାଧାରଣଙ୍କ ପାନୀୟ ଜଳ ପାଇଁ ନୂତନ ନଳକୂପ ଖନନ, କଂକ୍ରିଟ ରାସ୍ତା ନିର୍ମାଣ, ସୁଭଦ୍ରା ଯୋଜନା ସହାୟତା ନ Continue Reading




