ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୮/୯ : କଲରାପତରିଆ ବାଘର ଛାଲ ବିକ୍ରି ପାଇଁ ନେଉଥିବା ବେଳେ ବନ ବିଭାଗ ଓ ପୋଲିସର ମିଳିତ ଚଢ଼ାଉରେ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ଦୁଇଟି କଲରାପତରିଆ ବାଘର ଛାଲ ଜବତ କରାଯାଇଛି।ଏହି ଘଟଣାକୁ ନେଇ ବନ୍ୟଜନ୍ତୁ ଚମଡ଼ାର ବେଆଇନ କାରବାର ଉପରେ ପୁଣିଥରେ ପ୍ରଶ୍ନ ଉଠିଥିବା ବେଳେ, ଏହା ପଛରେ ଥିବା ଚେର ଖୋଜିବାକୁ ବନ ବିଭାଗ ତଦନ୍ତ ଆରମ୍ଭ କରିଛି।ସୂଚନାନୁଯାୟୀ, ବନ୍ୟଜନ୍ତୁ ସାମଗ୍ରୀ ବେଆଇନ Continue Reading




