ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୫: କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ ବ୍ଲକର ମୋଟ ୧୭ ଜଣ ଦଳୀୟ କର୍ମୀ ଓ ନେତାଙ୍କୁ କୌଣସି କାରଣରୁ ନିଲମ୍ବିତ କରିଥିଲେ। ତାଙ୍କୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ମଙ୍ଗଳବାର ରାଜ୍ୟ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସଭାପତି ଭକ୍ତ ଚରଣ ଦାସ ନିର୍ଦ୍ଦେଶ ଦେଇଛନ୍ତି ।ସେ ଏହି ନିର୍ଦ୍ଦେଶ ଜିଲା Continue Reading




