Home Posts tagged odisha baliguda (Page 4)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୫: ଜନଜାତି ବ୍ୟାପାର ମନ୍ତ୍ରଣାଳୟ, ଭାରତ ସରକାରଙ୍କ ପକ୍ଷରୁ ୧୮ ମେ ରୁ ୨୫ ମେ ପର୍ଯ୍ୟନ୍ତ ପାଳିତ “ଜନଜାତୀୟ ଗରିମା ଉତ୍ସବ-୨୦୨୬” ଅନ୍ତର୍ଗତ “ଜନ ଭାଗିଦାରୀ ଅଭିଯାନ” କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ର ସାରଙ୍ଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।ବ୍ଲକର ସମସ୍ତ ବିଭାଗୀୟ ଅଧୂକାରୀ ଓ କର୍ମଚାରୀଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୫ : ଅଲ୍ ଇଣ୍ଡିଆ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ପକ୍ଷରୁ ୨୦ ତାରିଖରେ ଦିଆଯାଇଥିବା ୨୪ ଘଣ୍ଟିଆ ଔଷଧ ଦୋକାନ ବନ୍ଦ ଡାକରାକୁ କନ୍ଧମାଳ ଜିଲ୍ଲା କେମିଷ୍ଟ ଓ ଡ୍ରଗିଷ୍ଟ ସଂଘ ପକ୍ଷରୁ ପୂର୍ଣ୍ଣ ସମର୍ଥନ ଜଣାଇ ବାଲିଗୁଡା ରେ ଥିବା ସମସ୍ତ ଔଷଧ ଦୋକାନ ବନ୍ଦ ରହିଥିବା ଦେଖିବାକୁ ମିଳିଥିଲା ।ଔଷଧର ଅନଲାଇନ ବିକ୍ରୟ ବନ୍ଦ କରିବା, କର୍ପୋରେଟ ସଂସ୍ଥା ମାନଙ୍କ ଦ୍ୱାରା ଅତ୍ୟଧିକ ରିହାତି ପ୍ରଦାନକୁ ରୋକିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୪/୫ : କନ୍ଧମାଳ ଜିଲ୍ଲାରେ ଅପରାଧ ଓ ଅପରାଧୀଙ୍କ ନିୟନ୍ତ୍ରଣ ସହ ଆଇନଶୃଙ୍ଖଳା ବ୍ୟବସ୍ଥା କୁ ବଜାୟ ରଖିବା ପାଇଁ କନ୍ଧମାଳ ଏସପି ହରିଶ ବିଶି ଙ୍କ ସ୍ବତନ୍ତ୍ର ବେଆଇନ ଦେଶୀ ନିର୍ମିତ ଅସ୍ତ୍ରଶସ୍ତ୍ର ନିର୍ମାଣ ୟୁନିଟ୍ ଓ ଦେଶୀ ବନ୍ଧୁକ ଠାବ ଅଭିଯାନ ଆରମ୍ଭ କରିଛନ୍ତି।ଏଥିରେ ପୁଲିସ କୁ ବଡ ସଫଳତା ମିଳି ଥିବା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ ଗୁରୁବାର ସାମ୍ବାଦିକ ସମ୍ମିଳନୀ ରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୋଟ ୭୩ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୫ଟି ବ୍ୟକ୍ତିଗତ ଓ ୧୮ଟି ସାମୂହିକ ଅଭିଯୋଗ ରହିଥିଲା।ଏହି ଅଭିଯୋଗ ଶୁଣାଣି ରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ,ଆରକ୍ଷୀ ଅଧିକ୍ଷକ ହରିଶ ବିସି, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ ,ଜିଲ୍ଲା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୫: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଳକ କାମ୍ବ୍ରୀକିଆ ଠାରେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତୀ ଓ କୃଷୀ ବିଭାଗ କନ୍ଧମାଳ ତରଫରୁ ମିଳିତ ସହଯୋଗରେ ଧାନ ପରବର୍ତ୍ତୀ ପଡିଆ ଜମିର ବିସ୍ତୃତ ପରିଚାଳନା ପ୍ରକଳ୍ପ ରେ କ୍ଷେତ୍ର ଦିବସ ସହିତ ଦିନିକିଆ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ପରିପ୍ରେକ୍ଷିରେ ଚାଷ କରାଯାଇଥିବା ଧଳା ମଟର ର ମଧ୍ୟ ଶସ୍ୟ କାଟ ଦିବସ ପାଳିତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୫: ରାତି ଅଧରେ ଗୋଦାମ ଘରୁ ପିଡିଏସ୍ ଚାଉଳ ଚୋରି ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତରେ ।ସୂଚନା ଅନୁଯାୟୀ ରବିବାର ଡିୟୁଟି ସାରି ଗୋଦାମ ଘର ଏବଂ ଚାଉଳ ବିତରଣ କେନ୍ଦ୍ର ତାଲା ଦେଇ ବନ୍ଦ କରି ଯାଇଥିଲେ ଯୋଗାଣ ସହାୟକ । ସୋମବାର ସକାଳେ ଗୋଦାମ ଘର ତାଲା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା କୋଚିଲାଗଡ଼ ଗ୍ରାମର ଶରତ ମୁଖିଙ୍କ ପୁଅ ଚନ୍ଦନ ମୁଖି (୨୧) ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରି ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ଜଣାପଡିଛି ।ସୂଚନାରୁ ପ୍ରକାଶ ଯେ, ଫୁଲବାଣୀ ଥାନା ଅଞ୍ଚଳର ଜୈନିକା ଯୁବତୀ କୋଚିଲାଗଡ଼ ଗ୍ରାମରେ ନିଜ ସମ୍ପର୍କୀୟ ଘରେ ଆସି ରହୁଥିବା ସମୟରେ ଉକ୍ତ ଯୁବକ ଚନ୍ଦନ ସେହି ଯୁବତୀ ସହ ଦୁଷ୍କର୍ମ କରିଥିଲା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୫ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଅଧିନସ୍ଥ ପର୍ତ୍ତମାହା ଜଙ୍ଗଲ ମଧ୍ୟରୁ ୩ଟି ଦେଶୀ ତିଆରି ବନ୍ଧୁକ ଜବତ କରାଯାଇଛି।ଘଟଣା ରୁ ପ୍ରକାଶ ଯେ, ଦାରିଙ୍ଗବାଡି ପୋଲିସ ପାଟ୍ରୋଲିଙ୍ଗ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ପର୍ତ୍ତମାହା ଜଙ୍ଗଲ ର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩ଟି ଦେଶୀ ତିଆରି ବନ୍ଧୁକ ଜବତ କରାଯାଇଛି।ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି ଯେ, ଏହି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ କୁ ମିଳିଛି ଏକ ବଡ଼ ସଫଳତା । ଏସପି ହରିଶ୍ ବିଶିଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ଜିଲ୍ଲାକୁ ଗଞ୍ଜେଇ ମୁକ୍ତ କରିବା ଲକ୍ଷ୍ୟ ନେଇ ବିଭିନ୍ନ ଥାନା ପକ୍ଷରୁ ବେଆଇନ ଗଞ୍ଜେଇ ଚାଷ ଓ ଚାଲାଣ ଉପରେ ଚଢ଼ଉ ଜାରି ରଖି ନଷ୍ଟ କରାଯାଉଛି ।ଏ ନେଇ ପୋଲିସ ପକ୍ଷରୁ ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମନଖୋଲ ନିକଟ କିଲୋକନା ଜଙ୍ଗଲ ଅଞ୍ଚଳରେ ପୁଲିସର ସ୍ବତନ୍ତ୍ର ଟିମ୍ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କ ୧୭୮ତମ ଜନ୍ମ ଜୟନ୍ତୀ ମହାସମାରୋହ ରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ଓକିଲ ସଂଘ ର ସମ୍ପାଦକ ଅନିଲ କୁମାର ଦାସ, ସଭାପତି ଟି.ହରିଶ୍ଚନ୍ଦ୍ର ରାଓ, ଉପସଭାପତି ରାମକୃଷ୍ଣ ଦାସ, କୋଷାଧକ୍ଷ ମାନସ ରଞ୍ଜନ ପଣ୍ଡା, ଆଇନଜୀବୀ କୌଶିକ ସାହୁ, ପଦ୍ମ ଚରଣ ପଣ୍ଡା, ସେକ ସାଦିକ, ସୁରେନ୍ଦ୍ର କୁମାର Continue Reading