ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି ।ଏଥିରେ ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଯୁବ ରେଡକ୍ରସ୍ ର ଜିଲ୍ଲା ସଂଯୋଜକ କାଉନସେଲର ମାନସରଂଜନ ପ୍ରଧାନ, ଜାତୀୟ ସେବା ଯୋଜନା ଅଧିକାରୀ ହମନ୍ ଦିବାକା, ପ୍ରଶାସନିକ ଅଧିକାରୀ ଡ.ସୁଶାନ୍ତ କୁମାର ଦାସ, କ୍ରୀଡା ପ୍ରଶିକ୍ଷକ ଗଂଗାଧର ପଣ୍ଡାଙ୍କ ସମେତ ସମସ୍ତ Continue Reading



