Home Posts tagged odisha baliguda (Page 6)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧୨: ଅସାମାଜିକ ବ୍ୟକ୍ତି ଓ ନିଶାଡ଼ି ହୋଇଯାନ୍ତୁ ସାବଧାନ । ନିଶାଡ଼ି ଓ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ଼ କରିବା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡରେ ପୋଲିସ୍ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ ।କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସବ-ଡିଭିଜନ ପୋଲିସ ଖୋଲା ମଦ ସେବନ ଏବଂ ଅନ୍ୟାନ୍ୟ ବେଆଇନ କାର୍ଯ୍ୟକଳାପ ବିରୁଦ୍ଧରେ ଏକ ସ୍ୱତନ୍ତ୍ର ଅଭିଯାନ ନୂତନ ଏସ ଡି ପି ଓ ଶୁଭମ ଭୋସଲେ ଙ୍କ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୦/୧୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ୧୩୬ ବିଏସ୍‌ଏଫ୍ ଜବାନ ମାନେ କମ୍ବିଂ ଅପରେସନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିପାରିଛନ୍ତି । ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ସଲାଗୁଡା ପଞ୍ଚାୟତ ସିକିଗୁଡ଼ା ଗ୍ରାମ ନିକଟ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ନେଇ ଗୁଇନ୍ଦା ସୂଚନା ପାଇବା ପରେ ବି ଏସ ଏଫ ଜବାନ ମାନେ କମ୍ବିଂ ଅପରେସନ କୁ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: ବାଲିଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ୧୯୯୫ ମ୍ୟାଟ୍ରିକ ବ୍ୟାଚର ବିଦ୍ୟାର୍ଥୀ ଏକାଠି ହୋଇ ସ୍ମୃତି ସାଉଁଟିଲେ ।ଏମାନଙ୍କ ମଧ୍ୟରୁ କେହି ବିଦେଶରେ ,ଅନ୍ୟକେହି ଜିଲ୍ଲା,ରାଜ୍ୟ ବାହରେ ଚାକରି ବ୍ୟବସାୟଆଦି କରି ଜିବିକା ନିର୍ବାହ କରୁଛନ୍ତି ।ଦୀର୍ଘ ୩୦ ବର୍ଷ ପୁର୍ବରୁ ଏହି ବିଦ୍ୟାଳୟରେ ପଢୁଥିବା ବିଦ୍ୟାର୍ତୀ ଆଜି ଏକାଟି ହୋଇ ନିଜନିଜ ମଧ୍ୟରେ ଭାବ ବିନିମୟ କରି ପଢୁଥିବା ବିଦ୍ୟାଳୟକୁ ଦେଖିଯାଇଥିଲେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୬/୧୨: କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲ୍ଲା ବେଲଘର-କୋଟଗଡ଼ ଥାନା ସିମାନ୍ତରେ ମାଓ ଗତିବିଧି ଦେଖାଦେଇଛି ।ଏସ୍ଓଜି ଏବଂ ସିଆରପିଏଫ୍ ଜବାନଙ୍କ ମିଳିତ କୁମ୍ବିଂ ଅପରେସନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ ହେବା ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଥିବା ଜଣାପଡ଼ିଛି । କିଛି ସମୟ ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ପରେ ମାଓବାଦୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୧୨: ବାଲିଗୁଡା ବ୍ଲକ ଅର୍ନ୍ତ୍‌ର୍ଗତ ବାରଖମା ପଂଚାୟତର ନାଡାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଂଚାୟତର ମାଣିକୁଟି କୁ ନୁତନ ପଂଚାୟତ କରିବା ନମନ୍ତେ ଉପଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବୀ ପ୍ରଦାନ କରିଛନ୍ତି । ଏତି ନିମନ୍ତେ ଏକ ଶୋଭାଯାତ୍ରା ବାହାରି ଉପଜିଲ୍ଲାପାଳ କାର୍ଯ୍ୟାଳୟକୁ ଯାଇଥିଲେ ଓ ଶୋଭାଯାତ୍ରାରେ ନାରାବାଜି କରିବା ସହ ହାତରେ ପ୍ଲାକାର୍ଡ ଏବଂ ବ୍ୟାନର ରିଥିଲେ ।ଏଥିରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ସାଇନ୍ ପଡା ବ୍ରାଞ୍ଚ ପୋଷ୍ଟ ମାଷ୍ଟର ରମେଶ ଚନ୍ଦ୍ର ସାହୁ ଜନସାଧାରଣଙ୍କ ଲକ୍ଷ ଲକ୍ଷ ଟଙ୍କା ଠକି ବୁଧବାର ପୋଲିସ ହାବୁଡ଼ରେ ପଡ଼ି କୋର୍ଟ ଚାଲାଣ ହୋଇଛି। ପୋଲିସ ସୂଚନା ଅନୁସାରେ ଉକ୍ତ ପୋଷ୍ଟ ଅଫିସରେ ୨୦୨୧ ମସିହା ଠାରୁ ଅଭିଯୁକ୍ତ ରମେଶ ବିପିଏମ ଭାବେ କାର୍ଯ୍ୟରତ ଥିଲେ। ହେଲେ ସେ ବାଲିଗୁଡ଼ା ଭଗାମୁଣ୍ଡା ଠାରେ ରହି ସାଇନ୍ ପଡା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୭/୧୧ : ରାଜ୍ୟବ୍ୟାପୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ କଳା ବ୍ୟାଚ ପରିଧାନ କରି ୧୩ ଦଫା ଦାବିରେ ଆନ୍ଦୋଳନ ଥିବା ବେଳେ କନ୍ଧମାଳ ଜିଲ୍ଲାର ସମସ୍ତ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟ ଗୁଡ଼ିକରେ ମଧ୍ୟ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳିଛି ।ସେହିଭଳି ବାଲିଗୁଡ଼ା ଦଣ୍ଡପଦର ସ୍ଥିତ ଥିବା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ସଂଘ ତତ୍ ସହିତ କର୍ମଚାରୀ ମଧ୍ୟ କଳା ବ୍ୟାଚ ପିନ୍ଧି କାର୍ଯ୍ୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧୧ : ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଆନୁକୂଲ୍ୟରେ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ସ୍ୱେଚ୍ଛାସେବୀ ମାନଙ୍କୁ ନେଇ ଶୂନ୍ୟ ସଡକ ଦୁର୍ଘଟଣା ମୃତାହତ ସପ୍ତାହ ପାଳିତ ହୋଇଯାଇଛି ।ପରିବହନ ଅଧିକାରିଣୀ ମିଲି ସାହୁ, ଅଧ୍ୟକ୍ଷ ଲକ୍ଷ୍ମଣ ପାଳ, ଜିଲ୍ଲା ଯୁବ ରେଡକ୍ରସ୍ ସଂଯୋଜକ ଡ଼. ବିଭୂତି ଭୂଷଣ ଆଚାର‌୍ୟ୍ୟ, କାଉନସେଲର ମାନସ ରଂଜନ ପ୍ରଧାନ, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଅଧିକାଂଶ ଯୁବପିଢୀଙ୍କ କ୍ଷେତ୍ରରେ ବିଗତ କିଛି ମାସ ହେଲା ଦେଖିବାକୁ ମିଳୁଛି କାନଜନିତ ସମସ୍ୟା ।ସହରର କେତେକ ଔଷଧ ଦୋକାନୀଙ୍କ ଠାରୁ ଆରମ୍ଭ କରି ଡାକ୍ତର ଖାନା ଓ ସ୍ୱାସ୍ଥ୍ୟକେନ୍ଦ୍ର ମାନଙ୍କରେ କାନଜନିତ ସମସ୍ୟାର ସମ୍ମୁଖୀନ ହୋଇ ବହୁ ଯୁବପିଢୀ ଚିକିତ୍ସା ପାଇଁ ଆସୁଥିବା ଆଲୋଚିତ ହେଉଛି ।କାନଜନିତ ସମସ୍ୟାର ପ୍ରତିକାର ପାଇଁ ବହୁ ଯୁବପିଢୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଯୁଗାପଦର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଜୈନକ ଯୁବକ କାଠ ଫାଳିଆରେ ପିଟି ପିଟି ବୃଦ୍ଧ ଜଣଙ୍କୁ ହତ୍ୟା କରିଥିବା ଜଣାପଡିଛି।ହତ୍ୟା ର କାରଣ ଅସ୍ପଷ୍ଟ ଥିବା ବେଳେ ମୃତକ ଜଣକ କଞ୍ଜାମେଣ୍ଡି ଗ୍ରାମର ଅଲେଖ ନାୟକ ହୋଇଥିବା ବେଳେ ହତ୍ୟାକାରୀ ଯୁଗାପଦର ଗ୍ରାମର ମିଥୁନ୍ ମଲ୍ଲିକ ବୋଲି ଜଣାପଡ଼ିଛି ।ଖବରପାଇ ଘଟଣାସ୍ଥଳରେ କ.ନୁଆଗାଁ Continue Reading