Home Posts tagged odisha baliguda (Page 6)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ଶକ୍ତି ପୀଠରେ ବରିଷ୍ଠ ନାଗରିକ ସଂଘ ତରଫରୁ ଏକ ମିତ୍ର ସଙ୍ଗମ ଆସର କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଆଇଟିଡିଏର ପ୍ରକଳ୍ପ ଅଧିକାରୀ କୃପାସିନ୍ଧୁ ବେହେରା, ମୁଖ୍ୟବକ୍ତା ଭାବେ ଉପଖଣ୍ଡ ସମାଜ ସୁରକ୍ଷା ଅଧିକାରୀ ଶ୍ରୀମତୀ ମମିତା କୁମାରୀ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବାଲିଗୁଡା ଥାନା ଅଧିକାରୀ ଶିବ ରଞ୍ଜନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି।ଏନେଇ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପଜିଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଏସଡିପିଓ ଶୁଭମ ଭୋସଲେ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ପ୍ରମୁଖ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧ : ସିଦ୍ଧିଦାତ୍ରୀ ମା ‘ ସରସ୍ବତୀ ଙ୍କ ପୂଜାର୍ଚନା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଯାଇଛି । ସେଥିପାଇଁ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ପୂଜା ଅନୁଷ୍ଠାନ ଚଳଚଞ୍ଚଳ ହୋଇ ଉଠିଥିଲା। ସମସ୍ତଙ୍କ ମନରେ ଉତ୍ସାହ ଦେଖା ଦେଇଥିଲା ।ସେହିପରି ଆଜିର ଦିନରେ ନୂଆ କରି ପଢା ଆରମ୍ଭ କରୁଥିବା କୁନି ପିଲାମାନେ ମଧ୍ୟ ଖଡ଼ି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୨୨/୧: ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି ।ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ କେନ୍ଦ୍ରୀୟ ସୁରକ୍ଷାବାହିନୀ ସିଆରପିଏଫ୍‌, ବିଏସଏଫ୍ ମଳିତ ଭାବେ ଜିଲ୍ଲାର ବିଭିନ୍ନ ନକ୍ସଲ ଏବଂ ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପେରସନକୁ ତୀବ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧: ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ – ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତ ରେ ମାଓବାଦୀ ଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର ମାରିଥିବା ଦେଖିବାକୁ ମିଳିଛି ।ବ୍ୟାନରରେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ବୋଲି ଉଲ୍ଲେଖ କରାଯାଇଛି। ରାୟଗଡ଼ା ଜିଲ୍ଲା ଅଞ୍ଚଳ ବଂଶଧାରା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୧: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନ ର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠାନ ପରିସରରେ କ୍ରୀଡା ଶିକ୍ଷକ ପ୍ରଦୀପ କୁମାର ପ୍ରଧାନଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ସରକାରୀ ପ୍ରାଥମିକ ଶିକ୍ଷକ ଶିକ୍ଷାନୁଷ୍ଠାନର ଅଧ୍ୟାପକ ଅମୁଲ୍ୟ ପ୍ରଧାନ, ସମ୍ମାନିତ ଅତିଥି ଭାବେ ସରକାରୀ ମାଧ୍ୟମିକ ଶିକ୍ଷକ ଶିକ୍ଷାନୁଷ୍ଠାନର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା/ଓଡ଼ିଶା, ୧୮/୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ମାଓପ୍ରବଣ ଅଞ୍ଚଳର ଉପାନ୍ତ ଗାଁ ଗଟାଙ୍ଗି ରେ ଥିବା ସରକାରୀ ଆଶ୍ରମ ବିଦ୍ୟାଳୟରେ ଆନନ୍ଦ ଉଲ୍ଲାସର ସହ ବାର୍ଷିକ ଉତ୍ସବ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ତୀର୍ଥବାସୀ ଘଡ଼ାଇ ଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ବାଲିଗୁଡ଼ା ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶିବଶଙ୍କର ସମରଥ ମୁଖ୍ୟ ଅତିଥି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୭/୧ : ସମଗ୍ର ବାଲିଗୁଡା ଉପଖଣ୍ଡ ରେ ଦିନକୁ ଦିନ ଥଣ୍ଡା ବୃଦ୍ଧି ପାଇବାରେ ଲାଗିଛି, କମିବାର ନାଁ ଧରୁନି, ଦିନ ହେଉ କି ରାତି ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ ।ଦିନ ରାତି ପିଲାଠୁ ବୁଢା ଯାଏଁ ନିଆଁ ଲଗାଇ ପାଖରେ ବସି ରହୁଥିବା ଦେଖିବାକୁ ମିଳୁଛି । ଗତ କିଛି ଦିନ ଧରି ପାରଦ ତଳମୁହାଁ ହୋଇଥିବା ବେଳେ ରାତିରେ ପ୍ରବଳ ମାତ୍ରା ରେ ଥଣ୍ଡା ପଡୁଥିବା ଏବଂ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୧ : କନ୍ଧମାଳ ଜିଲ୍ଲା ପରିବହନ ପ୍ରାଧିକରଣ ଓ ବାଲିଗୁଡା ଘରୋଇ ବସ୍ ମାଲିକ ସଂଘର ମିଳିତ ଉଦ୍ୟମରେ ସଡକ ସୁରକ୍ଷା ପକ୍ଷ ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି ।ଏଥିରେ କନ୍ଧମାଳ ଜିଲ୍ଲା ମୋଟର ଯାନ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ଦାସ, ସହକାରୀ ମୋଟର ଯାନ ଇନ୍ସପେକ୍ଟର ବଟକୃଷ୍ଣ ବିଶ୍ଵାଳ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପସ୍ଥିତ ରହି ସବୁଜ ପତାକା ଦେଖାଇ ରାଲିର ଶୁଭାରମ୍ଭ କରିଥିଲେ । ମହାବିଦ୍ୟାଳୟ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୪/୧ : ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରଥମ ଦାରିଙ୍ଗବାଡି ଗସ୍ତ ରେ ଆସି ସେ ପ୍ରଥମେ ଇକୋ ରିଟ୍ରିଟ ପରିସରରେ ପହଞ୍ଚିଥିଲେ। ସେଠାରେ ଇକୋ ରିଟ୍ରିଟ ବୁଲିବା ସହ ପର୍ଯ୍ୟଟକଙ୍କ ସହ ଆଲୋଚନା କରିଥିଲେ।ତେବେ ପର୍ଯ୍ୟଟନ କ୍ଷେତ୍ରକୁ ସଂଯୋଗ କରୁଥିବା ରାସ୍ତା ଗୁଡିକର ଉନ୍ନତି କରିବାକୁ ପର୍ଯ୍ୟଟକମାନେ ନିବେଦନ କରିଥିଲେ। ଏଥିସହ ଇକୋ ରିଟ୍ରିଟରେ ବହୁତ ଭଲ ସେବା ମିଳୁଥିଲେ ମଧ୍ୟ ପ୍ରତିଦିନ ସନ୍ଧ୍ୟାରେ ଗୋଟିଏ Continue Reading