Home Posts tagged odisha baliguda (Page 8)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟଦାରିଙ୍ଗବାଡି, ୧୦/୧୧ : ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି ।ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର ପରିବେଶରେ ଅଧିକା ଅନୁଭୂତ ହେଉଛି ବିନା ଶୀତ ବସ୍ତ୍ରରେ ବାଇକ କିମ୍ବା ଖୋଲା ଯାନରେ ଯାତାୟାତ କଲେ ଦେହ ଥରୁଛି। ପାଣି ଜାଡ଼ ହେବାରେ ଲାଗିଛି ।ବିଳମ୍ବିତ ରାତିଠାରୁ ଘନ କୁହୁଡି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୫/୧୧ : କନ୍ଧମାଳ ଜିଲ୍ଲା ପୋଲିସ ଆନୁକୁଲ୍ୟରେ ଫୁଲବାଣୀ ସ୍ଥିତ ଏଜେଓ ହାଇସ୍କୁଲ ପରିସରରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ଆୟୋଜିତ ଓଡ଼ିଆ ବିତର୍କ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବାଲିଗୁଡ଼ା ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ଜଶାର୍ଜନା ରଣା ପ୍ରଥମ ସ୍ଥାନ ଅଧିକାର କରି ଦକ୍ଷିଣାଞ୍ଚଳ ଜୋନାଲ ସ୍ତରୀୟ ଓଡ଼ିଆ ବିତର୍କ ପ୍ରତିଯୋଗିତାରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୦/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମ ଦିବସ ପାଳନ ଅବସରରେ ରଚନା ଓ ବକୃତା ପ୍ରତିଯୋଗିତା ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେରେ ଆୟୋଜନ ହୋଇଥିଲା।ଏହି ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଦିବାସୀ Continue Reading
Odisha News
ସୁଶୀଲା ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୧୦ : ‘ମୋନ୍ଥା’ ସମୁଦ୍ରରୁ ଅଧିକ ବଳ ଗୋଟାଇ ଭୀଷଣ ବାତ୍ୟାକୁ ମୁକାବିଲା କରିବା ପାଇଁ ଅଗ୍ନୀଶମ ବିଭାଗ, ଓଡ୍ରାଫ, ଏନଡିଆରଏଫ ଟିମ ପ୍ରସ୍ତୁତ ରହିଛନ୍ତି।କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖ ପାଖ ଅଞ୍ଚଳ ରେ କେବଳ କୋହଲା ପାଗ ସହ ଝିପି ଝିପି ବର୍ଷା ସାଙ୍ଗକୁ ସାମାନ୍ୟ ପବନ ବୋହୁଥିବା ଦେଖିବାକୁ ମିଳିଛି।କନ୍ଧମାଳ ଜିଲ୍ଲାରେ ତିନିଦିନ ପାଇଁ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର କୁ ଛାତ୍ର ଛାତ୍ରୀ ମାନେ ଯିବା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳ ର ଅଧିଷ୍ଠାତ୍ରୀ ଦେବୀ ଶ୍ରୀଶ୍ରୀଶ୍ରୀ ମା\’ ପାଟଖଣ୍ଡା ଙ୍କ ମନ୍ଦିର ର ଭିତରେ ଓ ବାହାରେ ଥିବା ହୁଣ୍ଡି କୁ ରବିବାର ସନ୍ଧ୍ୟା ରେ କମିଟି ର ସଭାପତି ସନ୍ୟାସୀ ପାତ୍ର, ସମ୍ପାଦକ କେ. ସୁଶାନ୍ତ କୁମାର ପାତ୍ର ଓ କୋଷାଧ୍ୟକ୍ଷ ମହେଶ୍ୱର ଡାକୁଆ ଙ୍କ ସମେତ ସମସ୍ତ ସଦସ୍ୟ ଙ୍କ ଉପସ୍ଥିତ ରେ ଖୋଲା ଯାଇଥିଲା କ୍ଷ ସେଥିରୁ ନଗଦ ୬୬ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୧୦ : ବର୍ତ୍ତମାନ କନ୍ଧମାଳିଆ ଶୀତ ଓ କୁହୁଡି ଆରମ୍ଭ ହୋଇଗଲାଣି, ତେବେ ମଝିରେ ମଝିରେ ଲଘୁଚାପ ଜନିତ ବର୍ଷା ଯୋଗୁ କୁହୁଡି ଓ ଶୀତ ଛୁଇଁବାରେ ବିଳମ୍ବ ହୋଇଛି। ଶୀତର ମଜା ନେବାକୁ ଆସୁଥିବା ପର୍ଯ୍ୟଟକ ମାନେ ପ୍ରକୃତ ଶୀତକୁ ଅନୁଭବ କରି ନ ପାରି ନିରାଶ ହେଉଥିବା ଦେଖିବାକୁ ମିଳୁଛି ।କିନ୍ତୁ ଆଗାମୀ ଦିନରେ ପ୍ରବଳ ଶୀତ ସହ ଘନ କୁହୁଡି ହେବାର ଆଶା କରାଯାଉଛି ।ଓଡିଶାର କାଶ୍ମୀର […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୧୦ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଫୁଲବାଣୀ ପକ୍ସୋ କୋର୍ଟରେ ହାଜର କରିଥିବା ଜଣାପଡିଛି ।ସେଠାରେ ଜାମିନ ନାମାଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗ ହାଜତକୁ ପଠାଇ ଦିଆଯାଇଥିବା ବିଷୟ ତଦନ୍ତକାରୀ ଅଧିକାରୀ ଜୟନ୍ତ କୁମାର ସେଠି ପ୍ରକାଶ କରିଛନ୍ତି ।ତାଙ୍କ ନାମରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧୦: ମହାନତା ଦେଖାଇଲେ ଓଡ଼ିଶା ଡ୍ରାଇଭର ମହାସଂଘ। ମୃତ ଡ୍ରାଇଭରଙ୍କ ପରିବାରକୁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆର୍ଥିକ ସହାୟତା ସହିତ ଆଗମୀ ଦିନରେ ସରକାରୀ ଜନ କଲ୍ୟାଣ ଯୋଜନା ପକ୍ଷରୁ ସହାୟତା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି।ଏଭଳି ମାନବିକତା ପରିଚୟ ସୃଷ୍ଟି କରି ପାରିଛନ୍ତି କନ୍ଧମାଳ ଜିଲ୍ଲାର ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଓଡିଶା ଡ୍ରାଇଭର ମହାସଂଘ।ସୂଚନା ମୁତାବକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୯/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କଳିଙ୍ଗା ଠାରୁ ଘୁ.ଉଦୟଗିରି ମୁଖ୍ୟ ସଡ଼କର ପ୍ରଧାନ କଲୋନି ନିକଟରେ ବାଇକ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।ଆହତମାନେ ହେଲେ ଉଦ୍ଧବ ନାୟକ ଓ ସୁରେନ୍ଦ୍ର ନାୟକ।ସୂଚନା ଅନୁସାରେ, ଘୁ.ଉଦୟଗିରି ସହର ପଟୁ କଳିଙ୍ଗା ଅଭିମୁଖେ ଯାଉଥିବା କଳିଙ୍ଗା ଅଞ୍ଚଳର ଉଦ୍ଧବ ନାୟକ ନାମକ ଜଣେ ଯୁବକ ତାଙ୍କ ବାଇକ୍‌ରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୧୦: ରାଷ୍ଟ୍ରୀୟ ପୋଷଣ ମାସ ଅବସରରରେ ବାଲିଗୁଡ଼ା ବ୍ଲକ୍ ର ସମନ୍ୱିତ ଶିଶୁ ବିକାଶ ଅଧିକାରୀ କ୍ରୀଷ୍ଣା ପଣ୍ଡା ଙ୍କ ନିର୍ଦ୍ଦେଶକ୍ରମେ ସୁପରଭାଇଜର ମଞ୍ଜୁଲତା ବେହେରା, ସଂଯୁକ୍ତା ବେହେରା ଙ୍କ ନେତୃତ୍ବ ରେ ଖମନଖୋଲ, ବାରଖମା, ବାଟାଗୁଡା, ସୂଡ୍ରା, ବୁଦ୍ର୍ତୃକିଆ, ବାଲିଗୁଡ଼ା, ସେକ୍ଟର ଏବଂ କ.ନୂଆଗାଁ ବ୍ଲକ୍ ସମନ୍ୱିତ ଶିଶୁ ବିକାଶ ଅଧିକାରୀ ସୋନିଆ ହେମ୍ବ୍ରମ ଙ୍କ ନିର୍ଦ୍ଦେଶ କ୍ରମେ ସୁପର ଭାଇଜର Continue Reading