ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୫/୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତ ପୁରୁଭଟ୍ଟା କ୍ଲଷ୍ଟର ର ରାଇପାଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-୨୦୨୫ ଅନୁଷ୍ଠିତ ହୋଇଯାଇଛି ।ପୁରୁଭଟ୍ଟା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୂର୍ଯ୍ୟ ନାରାୟଣ ଫତେସିଂହ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ କାର୍ୟ୍ୟକ୍ରମ ରେ କ୍ଲଷ୍ଟରର ମୋଟ ୭ ଟି ବିଦ୍ୟାଳୟ ରୁ ୧୫୦ ରୁ Continue Reading




