ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ କଟିମାହା ପଞ୍ଚାୟତର ଡୁଟୁକାଗାଁ ସ୍ଥିତ ଶୁଣ୍ଢୀଗାଡ଼ା ଠାରେ ବ୍ଲକ କଂଗ୍ରେସ ପକ୍ଷରୁ ଏକ ବନ୍ଧୁ ମିଳନ ଓ ମିଶ୍ରଣ ପର୍ବ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପନ୍ନ ହୋଇଯାଇଛି।ନବନିଯୁକ୍ତ ଟିକାବାଲି ବ୍ଲକ କଂଗ୍ରେସ ସଭାପତି ଅନିଲ ଭୋଇ (ମଣ୍ଟୁ) ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦଳୀୟ ସଂଗଠନକୁ ଅଧିକ ଶକ୍ତିଶାଳୀ କରିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୨: କନ୍ଧମାଳ ଜିଲ୍ଲା ଲାଇନପଡା ନିକଟସ୍ଥ ବରଡ଼ା ବାଲୁଙ୍କେଶ୍ୱର ଉଚ୍ଚ ବିଦ୍ୟାଳୟର ୨୦୦୬ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରଛାତ୍ରୀ ଙ୍କ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ସାଲୁଙ୍କି ଡ୍ୟାମ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘ ୨୦ ବର୍ଷ ପରେ ଆୟୋଜିତ ଏହି ମିଳନୋତ୍ସବରେ ଶତାଧିକ ପୁରାତନ ଛାତ୍ର ଛାତ୍ରୀ ଯୋଗ ଦେଇ ନିଜ ନିଜର ସ୍ମୃତି ଚାରଣ କରିଥିଲେ।ପୂଜାର୍ଚ୍ଚନା ଏବଂ ପ୍ରଦୀପ ପ୍ରଜ୍ଜ୍ୱଳନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ତୃତୀୟ ଦିନ ତଥା ପ୍ରଥମ ସେମି ଫାଇନାଲ ଖେଳରେ ଏଫ ସି ସମ୍ବଲପୁର ସହ ଦୋସ୍ତି ବ୍ରଦର ସୁନ୍ଦରଗଡ଼ ର ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ସମ୍ବଲପୁର ଦଳ ୧-୦ ଗୋଲ ରେ ବିଜୟୀ ହୋଇ ଫାଇନାଲ କୁ ଉନ୍ନୀତ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା/ଓଡ଼ିଶା, ୬/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି ।ଏହି ପରିପ୍ରେକ୍ଷୀରେ ସଂଘ ର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୨: ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ ନାବାଳିକା ।ଏପରି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଘଟିଛି। ସୂଚନା ପ୍ରକାରେ, ନାବାଳିକା ଜଣକ ଗତ ରବିବାର ପୂର୍ବାହ୍ନରେ ଏକୁଟିଆ ଗାଧୋଇବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ହେବ, ଏ ନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯାଇଛି ।ଚଳିତ ମାସ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ କପ ର ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଆୟୋଜନ ହେବ କ୍ଷ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩୦/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କଂଗ୍ରେସ ଦଳ ପକ୍ଷରୁ ମନରେଗା ଯୋଜନାର ନାମ ପରିବର୍ତ୍ତନ କୁ ନେଇ ଗଣ ବିକ୍ଷୋଭ ସହ ଧାରଣା ଦେଇଥିବା ଜଣାପଡିଛି ।ଏହି ଅବସରରେ ଏକ ବିରାଟ ଶୋଭାଯାତ୍ରା ଡାକ ବଙ୍ଗଳା ପରିସରରୁ ବାହାରି ତିନିଛକ ପର୍ୟ୍ୟନ୍ତ ପଦଯାତ୍ରା କରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ଗଣବିକ୍ଷୋଭ କରିବା ସହ ଧାରଣାରେ ବସିଥିଲେ ।ଦାରିଙ୍ଗବାଡି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧ : କନ୍ଧମାଳ ଜିଲ୍ଲାପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳ ଙ୍କ ସଭା ଗୃହ ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା।ଏହି ଅଭିଯୋଗ ଶୁଣାଣିରେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ,ଆରକ୍ଷୀ ଅଧିକ୍ଷକ ହରିଶ ବିସି, ବାଲିଗୁଡା ଉପଜିଲ୍ଲାପାଳ ପ୍ରଣୀତା ଦାସ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗାୟତ୍ରୀ ଶକ୍ତି ପୀଠରେ ବରିଷ୍ଠ ନାଗରିକ ସଂଘ ତରଫରୁ ଏକ ମିତ୍ର ସଙ୍ଗମ ଆସର କାର୍ଯ୍ୟକ୍ରମ ମହାସମାରୋହରେ ପାଳିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ଆଇଟିଡିଏର ପ୍ରକଳ୍ପ ଅଧିକାରୀ କୃପାସିନ୍ଧୁ ବେହେରା, ମୁଖ୍ୟବକ୍ତା ଭାବେ ଉପଖଣ୍ଡ ସମାଜ ସୁରକ୍ଷା ଅଧିକାରୀ ଶ୍ରୀମତୀ ମମିତା କୁମାରୀ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବାଲିଗୁଡା ଥାନା ଅଧିକାରୀ ଶିବ ରଞ୍ଜନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ପକ୍ଷରୁ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି।ଏନେଇ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ନିକଟରେ ଉପଜିଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ।ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଏସଡିପିଓ ଶୁଭମ ଭୋସଲେ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ପ୍ରମୁଖ Continue Reading




