କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୮/୧୦ : କଂଗ୍ରେସ ନେତୃତ୍ବାଧୀନ ‘ଇଣ୍ଡିଆ ବ୍ଲକ୍’ ଗୁରୁବାର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା, ଏମଏମଡିଆର ବିଲ୍ ପ୍ରତ୍ୟାହାର ଓ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜ୍ୟ କଂଗ୍ରେସ ଓ ବାମ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।ବନ୍ଦ ପାଳନରେ ସିପିଆଇ, ସିପିଆଇ (ଏମ୍), ସିପିଆଇ (ଏମ୍ଏଲ), ଏନସିପି, Continue Reading




