Home Posts tagged odisha breaking news
Odisha News
 ଗଣେଶ କୁମାର ରାଜୁଙ୍କ ରିପୋର୍ଟ ପାରଳାଖେମୁଣ୍ଡି(ଗଜପତି) ୨୨/୧: ଆସନ୍ତା ଫେବୃଆରୀ ମାସର ୧୬ ତାରିଖରୁ ୨୪ ତାରିଖ ମଧ୍ୟରେ ୫ଟି ପର୍ଯ୍ୟାୟରେ ଅର୍ଥାତ ୧୬,୧୮,୨୦, ୨୨ ଏବଂ ୨୪ ତାରିଖ ଦିନ ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅବସରରେ , ଆଜି ହେଉଛି ଏହି ତ୍ରି-ସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲର ଯାଞ୍ଚ ପ୍ରକ୍ରିୟା ଦିନ । ତେବେ ଏହି ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲର ଯାଞ୍ଚ ପ୍ରକ୍ରିୟା Continue Reading
Odisha News
ଭୁବନେଶ୍ୱର,୩୧/୭: ଓଡ଼ିଶାରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ଗଞ୍ଜାମ ଜିଲ୍ଲାର […]Continue Reading
Odisha News
ଭୁବନେଶ୍ୱର ୩୧।୭: ରାଜ୍ୟରେ ଆଉ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୫ ଜଣ, Continue Reading
Odisha News
ଭୁବନେଶ୍ବର,୩୦/୭: ରାଜ୍ୟରେ ଆଜି ୧୨୦୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୮୭କୁ ବୃଦ୍ଧି ପାଇଛି।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୪୪୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୫୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ Continue Reading
Odisha News
ଭୁବନେଶ୍ଵର. ୨୯।୭: ଭୁବନେଶ୍ୱରରୁ ଆଜି ୧୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିଙ୍କ ସଂଖ୍ୟା ୨୫୦୦ ଟପି ୨୫୦୨ରେ ପହଞ୍ଚିଛି। ୧୩୭ କେସ୍ରୁ କ୍ଵାରେଣ୍ଟାଇନ୍ରୁ ୯୮ କୋଭିଡ୍-୧୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ ୩୯ ଜଣ ଅଛନ୍ତି। ବୁଧବାର ଭୁବନେଶ୍ଵର ମହାନଗର ନିଗମ ପକ୍ଷରୁ ଟ୍ଵିଟ୍ କରାଯାଇ ଏହାର ସୂଚନା ଦିଆଯାଇଛି।ବିଏମସି ଅନୁଯାୟୀ ଗତ ୨୪ ଘଣ୍ଟାରେ ଭୁବନେଶ୍ଵରରେ ୧୩୭ ନୂତନ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ Continue Reading
Odisha News
ଓଡ଼ିଶାରେ ପୁଣି ୧୦୬୮ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୭୫ଭୁବନେଶ୍ୱର ୨୮।୭ : ଓଡ଼ିଶାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୦୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୭୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ […]Continue Reading
Odisha News
ଭୁବନେଶ୍ବର,୨୯/୭:ବୁଧବାର ଦିନ ରାଜ୍ୟରେ କରୋନାରେ ଆଉ ୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।ମୃତ୍ୟୁ ହୋଇଥିବା ୫ ସଂକ୍ରମିତ ଯଥାକ୍ରମେ ବାଲେଶ୍ବର, ପୁରୀ, ଗଞ୍ଜାମ, ଫୁଲବାଣୀ ଏବଂ ମାଲକାନଗିରି ଜିଲ୍ଲାର । ବାଲେଶ୍ବର ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ […]Continue Reading
Seo wordpress plugin by www.seowizard.org.